ଅପରେଶନ କାଭେରୀ: ସୌଦିରେ ପହଞ୍ଚିଲେ ୧୩୫ ଭାରତୀୟ…

ଜେଦା,୨୬।୪ : ଗୃହଯୁଦ୍ଧଗ୍ରସ୍ତ ସୁଦାନରୁ ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଅପରେଶନ କାଭେରୀ ଆରମ୍ଭ ହୋଇଛି। ବୁଧବାର ସୁଦାନରେ ଫସି ରହିଥିବା ୧୩୫ ଜଣ ଭାରତୀୟଙ୍କ ତୃତୀୟ ବ୍ୟାଚ ସୌଦିଆରବର ଜେଦାରେ ପହଞ୍ଚିଛନ୍ତି। ଭାରତୀୟ ବାୟୁସେନା ସି-୧୩୦ଜେ ବିମାନରେ ସେମାନେ ଜେଦାରେ ପହଞ୍ଚିଛନ୍ତି। ଏହାପୂର୍ବରୁ ଜେଦା ବିମାନବନ୍ଦରରେ ପହଞ୍ଚିଥିବା ୧୪୮ ଭାରତୀୟଙ୍କ ଦ୍ୱିତୀୟ ବ୍ୟାଚକୁ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି ମୁରଲୀଧରନ ସ୍ବାଗତ କରିଥିଲେ।

ଏହା ସହିତ ନାଭାଲ ଶିପ ଆଇଏନଏସ ସୁମେଧା ୨୭୮ ଯାତ୍ରୀଙ୍କ ସହ ଆଜି ଜେଦା ବନ୍ଦରରେ ପହଞ୍ଚିଛି। ଏହି ସୂଚନା ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ଦେଇଛି। ମନ୍ତ୍ରଣାଳୟ ଟୁଇଟ କରି କହିଛି, ଅପରେଶନ କାଭେରୀ ଜାରି ରହିଛି।

ସୁଦାନରେ ପ୍ରାୟ ୪ ହଜାର ଭାରତୀୟ ରହିଥିବା କୁହାଯାଉଛି। ସେମାନଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ଫେରାଇ ଆଣିବା ଲାଗି ସରକାରଙ୍ପକ ପକ୍ଷରୁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri