ଅପରେଶନ କାବେରୀ: ସୁଦାନରୁ ବାହାରିଲା ଭାରତୀୟଙ୍କ ୧୦ମ ବ୍ୟାଚ

ଖାର୍ତୁମ/ନୂଆଦିଲ୍ଲୀ,୨୮।୪: ଅପରେଶନ କାବେରୀ ଜରିଆରେ ସେଠାରେ ଫସି ରହିଥିବା ଭାରତୀୟଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସେଠାରୁ ଭାରତୀୟଙ୍କ ୧୦ମ ବ୍ୟାଚ ବାହାରି ସୁଦାନରୁ ସୌଦି ଆରବର ଜେଦ୍ଦାହ ସହର ଯାତ୍ରା କରିଛନ୍ତି। ଏହି ବ୍ୟାଚରେ ୧୩୫ ଯାତ୍ରୀ ରହିଛନ୍ତି। ସୂଚନାଯୋଗ୍ୟ, ସୁଦାନ ଆର୍ମି ଓ ପାରାମିଲିଟ୍ରି ରାପିଡ ସପୋର୍ଟ ଫୋର୍ସେସଙ୍କ ମଧ୍ୟରେ ୭୨ ଘଣ୍ଟାର ସିଜଫାୟାର ପାଇଁ ସହମତ ହୋଇଥିଲେ। ଭାରତୀୟ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଅରିନ୍ଦମ ବାଗଚି କହିଛନ୍ତି ଭାରତୀୟ ବାୟୁସେନାର ସି-୧୩୦ ଜେ ବିମାନ ପୋର୍ଟ ସୁଦାନରୁ ଜେଦ୍ଦାହ ପାଇଁ ଯାତ୍ରା ଆରମ୍ଭ କରିଛି। ଏଥର ଭାରତୀୟଙ୍କ ୧୦ମ ବ୍ୟାଚରେ ୧୩୫ ଲୋକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri