Posted inଜାତୀୟ

ଆଫଗାନିସ୍ତାନରୁ ଭାରତୀୟଙ୍କୁ ଫେରାଇ ଆଣିବାର ପ୍ରକ୍ରିୟା ଜାରି: ଅଭିଯାନର ନାମ ରଖାଗଲା ଅପରେଶନ ‘ଦେବୀ ଶକ୍ତି’

ନୂଆଦିଲ୍ଲୀ,୨୪ ।୮: ଆଫଗାନିସ୍ତାନରେ ତାଲିବାନର ନାଲିଆଖି ପରେ ଏବେ ସେଠାରେ ଥିବା ଭାରତୀୟଙ୍କୁ ସ୍ୱେଦେଶ ଫେରାଇ ଆଣିବାର କାର୍ଯ୍ୟକ୍ରମ ଜାରି ରହିଛି । ଏହାରି ଭିତରେ ପାଖାପାଖି ୪୦୦ରୁ ଊର୍ଦ୍ଧ୍ୱ ଭାରତୀୟଙ୍କୁ ସେଠାରୁ ଉଦ୍ଧାର କରାଗଲାଣି । ବାକି ସେଠାରେ ରହିଯାଇଥିବା ଲୋକଙ୍କୁ ମଧ୍ୟ ଉଦ୍ଧାର କରିବା କାର୍ଯ୍ୟ ଜାରି ରହିଛି । ଇତିମଧ୍ୟରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଏହି ଅଭିଯାନର ନାମ ‘ବେଦୀ ଶକ୍ତି’ ଦେଇଛନ୍ତି । ସେ ମଙ୍ଗଳବାର ତାଙ୍କ ଟୁଇଟର ଆକାଉଣ୍ଟରେ ଲେଖିଛନ୍ତି, ‘ଦେବୀ ଶକ୍ତି ଅଭିଯାନ’ ଜାରି ରହିଛି । କାବୁଲରୁ ଦୁଶାବେ ହୋଇ ୭୮ ନାଗରିକଙ୍କୁ ଫେରାଇ ଅଣାଯାଇଛି । ଭାରତୀୟ ବାୟୁସେନା, ଏୟାର ଇଣ୍ଡିଆ ଓ ବୈଦେଶିକ ମନ୍ତ୍ରଣାଳୟର କର୍ମକର୍ତ୍ତାଙ୍କୁ ସାଲ୍ୟୁଟ ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଭାଙ୍ଗି ଫେରାର ହେବାକୁ ଉଦ୍ୟମ କରୁଛନ୍ତି ଆତଙ୍କବାଦୀ: ଆଲର୍ଟ ଜାରି କଲା ଗୁଇନ୍ଦା ବିଭାଗ

ଚଣ୍ଡିଗଡ଼,୬।୬: ଗତ ମାସରେ ପଞ୍ଜାବର ଗୋଇନ୍ଦା ବିଭାଗର କାର୍ଯ୍ୟାଳୟରେ ଆକ୍ରମଣ ପରେ ପଞ୍ଜାବ ଜେଲ୍‌ରେ ଏବେ ଆତଙ୍କବାଦୀ ଆକ୍ରମଣର ଭୟ ରହିଛି। ଏସମ୍ପର୍କରେ ପଞ୍ଜାବ ପୋଲିସକୁ...

ବଳାତ୍କାର ଅଭିଯୋଗ ଆଣିଲେ ମା’

ଶାହାଜହାନପୁର, ୭ା୩: ପୁଅ ବାପାଙ୍କ ପରିଚୟ ମାଗିବା ପରେ ବଳାତ୍କାରର ଶିକାର ହୋଇଥିବା ନେଇ ଅଭିଯୋଗ ଆଣିଛନ୍ତି ମା’। ଉତ୍ତରପ୍ରଦେଶର ଶାହାଜହାନପୁରଠାରେ ଏଭଳି ଘଟଣା ସାମ୍‌ନାକୁ...

କଂଗ୍ରେସର ଦୁଇଟି କାର୍ଯ୍ୟ: ଇଭିଏମ୍‌ରେ ଦୋଷ ଖୋଜିବା, ମୋଦିଙ୍କୁ ଗାଳି ଦେବା

ଅହମ୍ମଦାବାଦ,୨।୧୨: ଗୁଜୁରାଟରେ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟର ପ୍ରଚାର ଜୋରସୋରରେ ଚାଲିଛି। ପ୍ରଚାର ସମୟରେ ବିଭିନ୍ନ ଦଳର ନେତାମାନେ ପରସ୍ପର ଉପରେ କାଦୁଅଫିଙ୍ଗା ରାଜନୀତି...

ଜେଲରୁ ବାହାରିବା ପରେ ମୁହଁ ଖୋଳିଲେ କୁନ୍ଦ୍ରା

ନୂଆଦିଲ୍ଲୀ, ୨୦ା୧୨: ଜୀବନରେ କେବେ ବି କୌଣସି ଅଶ୍ଳୀଳ ଫିଲ୍ମ ନିର୍ମାଣ କିମ୍ବା ଏହାର ପ୍ରସାର କରି ନ ଥିବା କହିଛନ୍ତି ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ...

୪୯ ତମ ପ୍ରଧାନ ବିଚାରପତି ଲଳିତଙ୍କ କାର୍ଯ୍ୟକାଳ ହେବ ୭୪ ଦିନର…

ନୂଆଦିଲ୍ଲୀ, ୪।୮ : ପ୍ରଧାନ ବିଚାରପତି ଏନ.ଭି ରମନା ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତିଙ୍କ ପାଇଁ ଆଇନ ମନ୍ତ୍ରଣାଳୟକୁ ଜଷ୍ଟିସ ୟୁୟୁ ଲଳିତଙ୍କ ନାମ ସୁପାରିଶ...

ଲଗେଜ ଖୋଜିବା ପାଇଁ ଇଣ୍ଡିଗୋ ଓ୍ବେବସାଇଟ୍‌କୁ ହ୍ୟାକ କଲେ ଯାତ୍ରୀ

ମୁମ୍ବାଇ,୩୧।୩: ଜଣେ ଇଣ୍ଡିଗୋ ଯାତ୍ରୀ ହଜି ଯାଇଥିବା ଲଗେଜ ଖୋଜିବା ପାଇଁ ଏୟାରଲାଇନ ସିଷ୍ଟମକୁ ହ୍ୟାକ କରି ଦେଇଥିବା ଘଟଣା ସାମ୍ନାକୁ ଆସିଛି। ଟୁଇଟର ପ୍ରୋଫାଇଲ...

କର୍ନାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌. କୃଷ୍ଣାଙ୍କ ଜ୍ୱାଇଁ ନିଖୋଜ: ଥିଲା ୭ ହଜାର କୋଟି ଋଣ ବୋଝ

ବେଙ୍ଗାଲୁରୁ,୩୦।୭: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌. କୃଷ୍ଣାଙ୍କ ଜ୍ୱାଇଁ କେଫ୍‌ କଫି ଡେର ମାଲିକ ଭିି.ଜି. ସିଦ୍ଧାର୍ଥ ନିଖୋଜ ହୋଇଯାଇଛନ୍ତି। ତାଙ୍କର ସନ୍ଧାନରେ ପୋଲିସ ପକ୍ଷରୁ...

ପୂର୍ବତନ ବାଚସ୍ପତିଙ୍କୁ ମୃତ୍ୟୁ ଘୋଷଣା କଲେ ଶଶି ଥରୁର, ବିରୋଧ ପରେ ହଟାଇଲେ ଟୁଇଟ୍‌

ନୂଆଦିଲ୍ଲୀ,୨୩।୪: କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶଶି ଥରୁର ଗୁରୁବାର ଲୋକ ସଭାର ପୂର୍ବତନ ବାଚସ୍ପତି ସୁମିତ୍ରା ମହାଜନଙ୍କ ଦେହାନ୍ତ ସମ୍ପର୍କରେ ଏକ...

Advertisement
Archives

Model This Week