Posted inଜାତୀୟ

‘ଅପରେଶନ ଶିଲ୍ଡ’: ୫ ରାଜ୍ୟରେ ହେଲା ପୁଣି ମକ୍‌ଡ୍ରିଲ୍‌

ଚଣ୍ଡିଗଡ଼,୩୧ା୫: ସମ୍ଭାବ୍ୟ ଯୁଦ୍ଧ କିମ୍ବା ବିପର୍ଯ୍ୟୟ ମୁକାବିଲା ପାଇଁ ଜମ୍ମୁ-କଶ୍ମୀର, ପଞ୍ଜାବ, ରାଜସ୍ଥାନ, ଗୁଜରାଟ, ହରିୟାଣାରେ ବ୍ଲାକଆଉଟ ମକ୍‌ଡ୍ରିଲ୍‌ କରାଯାଇଛି। ‘ଅପରେଶନ ଶିଲ୍ଡ’ ନାମର ଶନିବାର ନାଗରିକଙ୍କ ପ୍ରତିରକ୍ଷା ପାଇଁ ଏହି ମକ୍‌ଡ୍ରିଲ୍‌ ହୋଇଛି। ଲୋକଙ୍କୁ ସତର୍କ କରାଇବା ପାଇଁ ବାଜିଲା ସାଇରନ

ଆରମ୍ଭ ହୋଇଥିବା ଏହି ଅଭ୍ୟାସ ପାଇଁ ଜିଲାରେ ଜରୁରୀ ସ୍ଥିତି ସୃଷ୍ଟି କରାଯାଇଥିଲା। ଆହତ ଭଳି ଅଭିନୟ କରୁଥିବା ସ୍ବେଚ୍ଛାସେବୀଙ୍କୁ ଷ୍ଟ୍ରେଚରରେ ଆମ୍ବୁଲାନ୍ସ ପାଖକୁ ନିଆଯାଇଥିଲା। ମକ୍‌ ଡ୍ରିଲ୍‌ରେ ଅଗ୍ନି ନିର୍ବାପନ ଅଭ୍ୟାସ ପ୍ରଦର୍ଶିତ ହୋଇଥିଲା। ଏଥିରେ ଅଗ୍ନିଶମ ଓ ଜରୁରୀ ସେବା, ପୋଲିସ, ସ୍ବାସ୍ଥ୍ୟ ବିଭାଗ ଓ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ସାମିଲ ହୋଇଥିଲେ। ସିଭିଲ୍‌ ଡିଫେନ୍ସ, ନ୍ୟାଶନାଲ ସର୍ଭିସ ସ୍କିମ୍‌ (ଏନ୍‌ଏସ୍‌ଏସ୍‌) ଏବଂ ନ୍ୟାଶନାଲ କ୍ୟାଡେଟ୍‌ କର୍‌(ଏନ୍‌ସିସି)ର ପ୍ରଶିକ୍ଷଣପ୍ରାପ୍ତ ସ୍ବେଚ୍ଛାସେବୀମାନେ ଅଂଶ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri