Posted inଜାତୀୟ

Operation Sindoor: ଅପରେଶନ ସିନ୍ଦୂରକୁ ନେଇ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ…

ନୂଆଦିଲ୍ଲୀ,୭।୫: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବାକୁ ଯାଇ ଭାରତୀୟ ବାୟୁସେନା ପକ୍ଷରୁ ମେ’୭ରେ ପାକିସ୍ତାନ ଉପରେ ବଡ଼ ଧରଣର ବିମାନ ଆକ୍ରମଣ କରିଛି। ବହୁ ଯୋଜନା ପରେ ଏହି ମିଶନ ସଫଳ ହୋଇଛି। ଯାହାର ନାମ ରଖାଯାଇଛି, ‘ଅପରେଶନ ସିନ୍ଦୂର’। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ ବୈଠକରେ କହିଛନ୍ତି, ‘ଆଜି ଆମ ସମସ୍ତଙ୍କ ପାଇଁ ଏକ ଗର୍ବର ଦିନ।’ ସମଗ୍ର କ୍ୟାବିନେଟ ଭାରତର ବାୟୁସେନା ଆକ୍ରମଣକୁ ପ୍ରଶଂସା କରିଛି।

ଅପରେଶନ ସିନ୍ଦୂର ପରେ ବୁଧବାର ପ୍ରଧାନମନ୍ତ୍ରୀ ମୋଦି CCS ବୈଠକରେ ଯୋଗ ଦେଇଥିଲେ। ଏହା ପରେ ଏକ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା, ପ୍ରଧାନମନ୍ତ୍ରୀ ମଧ୍ୟ ଏଥିରେ ଅଂଶଗ୍ରହଣ କରିଥିଲେ। କ୍ୟାବିନେଟ ମଧ୍ୟ ଭାରତୀୟ ସେନାର କାର୍ଯ୍ୟକୁ ପ୍ରଶଂସା କରିଛି।
ଭାରତ ଅପରେଶନ ସିନ୍ଦୂର ମାଧ୍ୟମରେ ପହଲଗାମ ସମେତ ଅନେକ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି। ସେନା ମେ ୬ ଏବଂ ୭ ତାରିଖରେ ପାକିସ୍ତାନ ଏବଂ ପିଓକେରେ ଥିବା ୯ଟି ଆତଙ୍କବାଦୀ ଆଡ୍ଡାକୁ ଟାର୍ଗେଟ କରି ଧ୍ୱଂସ କରିଥିଲା। ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ସେନାର ଏହି କାର୍ଯ୍ୟକୁ ପ୍ରଶଂସା କରାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ‘ଆମ ସମସ୍ତଙ୍କ ପାଇଁ ଏହା ଏକ ଗର୍ବର ଦିନ।’


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri