ଅପରେଶନ ସିନ୍ଦୁର: ରାତିରେ ଓଡ଼ିଶାରେ ବାଣ ଫୁଟାଇଦେଲେ ଲୋକେ, କହିଲେ ପାକିସ୍ତାନକୁ ଧୋକାଦେଲା ଡୁପ୍ଲିକେଟ ଚାଇନା ମାଲ

ଭୁବନେଶ୍ୱର,୭।୫: ପାକିସ୍ତାନ ଉପରେ ଭାରତର ଆକ୍ରମଣ ପରେ ଓଡ଼ିଶାରେ ଖୁସିର ଲହରୀ। କେତେକ ସ୍ଥାନରେ ଲୋକେ ବାହାରକୁ ଆସି ଆନନ୍ଦ ଉତ୍ସବ ପାଳୁଛନ୍ତି। ରାତିରେ ବ୍ରହ୍ମପୁରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଧଥିବା ବେଳେ ଭୁବନେଶ୍ୱରରେ ମଧ୍ୟ ଲୋକଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖାଯାଇଛି। ଭିଭିନ୍ନ ସସ୍ଥାନରେ ବାଣ ଫୁଟାଇ ମିଠା ବାଣ୍ଟି ଖୁସି ଜାହିର କରିଛନ୍ତ ଲୋକେ। ଭାରତୀୟ ସେନାକୁ ମଧ୍ୟ ସେମାନେ ସାଲ୍ୟୁଟ କରିଛନ୍ତି। ଏହା ମଧ୍ୟ ଲୋକେ କହୁଛନ୍ତି, ଏଭଳି ଧୋକାଦେଲା ଡୁପ୍ଲିକେଟ ଚାଇନା ମାଲ। କାମ ଦେଲାନି ପାକିସ୍ତାନର ଏୟାର ଡିଫେନ୍ସ ସିଷ୍ଟମ । ଭାରତଠୁ ବର୍ତ୍ତିବାକୁ ଚୀନଠାରୁ ଏୟାର ଡିଫେନ୍ସ ସିଷ୍ଟମ ଆଣିଥିଲା ପାକିସ୍ତାନ ।

ପହଲଗାମରେ ପାକିସ୍ତାନ ଦ୍ୱାରା କରାଯାଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି ଭାରତ। ମଧ୍ୟରାତ୍ରିରେ ପାକିସ୍ତାନ ଛାତିରେ ଭାରତର ଏହି ଏୟାରଷ୍ଟ୍ରାଇକ ଏବେ ପାକିସ୍ତାନର ନିଦ ହଜାଇ ଦେଇଛି। ପାକ ଅଧିକୃତ କାଶ୍ମୀରରେ ବି ପ୍ରଚଣ୍ଡ ହମଲା କାଯାଇଥିବ ନେଇ ସୂଚନା ମିଳିଛି। ଲଢୁଆ ଯୁଦ୍ଧ ବିମାନ ଓ ମିଶାଇଲ ଯୋଗେ ଆତଙ୍କୀ ଶିବିରରେ ବି ଆକ୍ରମଣ କରିଛି ଭାରତୀୟ ସେନା । ମୋଟ ୯ଟି ସ୍ଥାନକୁ କରାଯାଇଛି ଟାର୍ଗେଟ । ସେନାର ଏହି ଅପରେସନର ନାମ ରଖାଯାଇଛି ‘ସିନ୍ଦୂର’ । ସୂଚନାଯୋଗ୍ୟ, ପହଲଗାମରେ ୨୨ ଏପ୍ରିଲରେ ଧର୍ମ ପଚାରି ପୁରୁଷ ପର୍ଯ୍ୟଟକଙ୍କ ସେମାନଙ୍କ ପତ୍ନୀ ଓ ପରିବାର ଆଗରେ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ‘ଅପରେସନ ସିନ୍ଦୂର’ ମାଧ୍ୟମରେ କଡ଼ା ଜବାବ ଦେଇଛି ଭାରତୀୟ ସେନା ।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri