ଭୂକମ୍ପରେ ଥରୁଥିଲା ଅପରେଶନ ଥିଏଟର, ଜନ୍ମ ନେଲେ ଶିଶୁ, ଭିଡ଼ିଓ ଭାଇରାଲ…

ଶ୍ରୀନଗର,୨୨।୩ : ମଙ୍ଗଳବାର ବିଳମ୍ବିତ ରାତିରେ ଉତ୍ତର ଭାରତରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଥିଲା। ଏହି ସମୟରେ ଜମ୍ମୁକଶ୍ମୀରର ଅନନ୍ତନାଗ ଜିଲାର ଏକ ଡାକ୍ତରଖାନାର ଡାକ୍ତରମାନେ ଏକ ଶିଶୁପୁତ୍ରଙ୍କର ଜନ୍ମ ସଫଳତାର ସହିତ କରାଇଛନ୍ତି। ଶିଶୁଟି ଲୋୟର-ସେଗମେଣ୍ଟ ସିଜେରିୟାନ ମାଧ୍ୟମରେ ଜନ୍ମ ହୋଇଛି। ସୂଚନା ଅନୁଯାୟୀ, ଅନନ୍ତନାଗର ବିଜବେହାରସ୍ଥିତ ସବ ଜିଲା ହସ୍ପିଟାଲେୀ ଜରୁରୀକାଳୀନ ପ୍ରସବ ଅପରେଶନ ଚାଲିଥିଲା ବେଳେ ଭୂକମ୍ପ ଅନୁଭୂତ ହୋଇଥିଲା।

ଭୂକମ୍ପରେ ଅପରେଶନ ଥିଏଟର ଥରୁଥିଲା। ତେବେ ଡାକ୍ତରମାନେ ଭୟଭୀତ ନ ହୋଇ ପ୍ରସବ କରାଇଥିଲେ। ଏହାର ଏକ ମିନିଟ ୫ ସେକେଣ୍ଡର ଏକ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।

ଭୂକମ୍ପ ସମୟରେ କର୍ମଚାରୀମାନେ କିପରି କାର୍ଯ୍ୟ କରୁଛନ୍ତି ଏବଂ ସେମାନଙ୍କ ଚାରିପାଖରେ ସବୁକିଛି ଥରୁଥିବାର ଭିଡ଼ିଓରେ ଦେଖିବାକୁ ମିଳୁଛି।

ଜିଲାର ମୁଖ୍ୟ ଚିକିତ୍ସା ଅଧିକାରୀ ଟୁଇଟ କରି କହିଛନ୍ତି ଯେ ଏଲଏସସି ପରିଚାଳନା କରୁଥିବା ସବ ଜିଲା ହସ୍ପିଟାଲ କର୍ମଚାରୀଙ୍କୁ ଧନ୍ୟବାଦ। ଏହା ସହିତ, ସେ ଲେଖିଛନ୍ତି ଯେ ଭଗବାନଙ୍କୁ ଧନ୍ୟବାଦ ଦିଅନ୍ତୁ ଯେ ସବୁକିଛି ଠିକ ହୋଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri