ଓପୋ ରେନୋ ସିରିଜ୍‌ ଉନ୍ମୋଚିତ

ଭୁବନେଶ୍ୱର,୧।୮: ଦେଶର ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ୍‌ ତଥା ଓପୋର ବହୁ ପ୍ରତୀକ୍ଷିତ ‘ଓପୋ ରେନୋ ସିରିଜ୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓପୋ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଓପୋ ରେନୋ ସିରିଜକୁ ଓଡ଼ିଶା ବଜାରରେ ପ୍ରବେଶ ସହ ଉନ୍ମୋଚନ ମଧ୍ୟ କରାଯାଇଛି। ବିଶେଷ କରି ଓପୋ ରେନୋ ୧୦ର ସେଲ୍‌ ମଧ୍ୟ ନିକଟରେ ଆରମ୍ଭ ହୋଇଯାଇଛି। ଏହି ହ୍ୟାଣ୍ଡ ସେଟ୍‌ ଓପୋ ଇ-ଷ୍ଟୋର୍‌, ଫ୍ଲିପ୍‌କାର୍ଟ ଓ ମେନ୍‌ଲାଇନ୍‌ ରିଟେଲ୍‌ ଆଉଟ୍‌ଲେଟଗୁଡିକରେ ଉପଲବ୍ଧ। ସେହିଭଳି ରେନୋ ୧୦ ୫ଜିରେ ଏକ ଅଲ୍‌ଟ୍ରା-ସ୍ଲିମ୍‌ ବଡି ରହିଛି। ବିଶେଷ କରି ଏହା ଏକ ୩ଡି କର୍ଭଡ୍‌ ଡିଜାଇନ୍‌ ସହ ଆଇସ୍‌ ବ୍ଲୁ ଓ ସିଲ୍‌ଭରି ଗ୍ରେ କଲରରେ ଉପଲବ୍ଧ। ଏଥିରେ ୧୨୦ ଏଚ୍‌ଜେଡ୍‌ ୬.୭ ଇଞ୍ଚ ଆମୋଲେଡ୍‌ ଡିସ୍‌ପ୍ଲେ ଓ ଏକ ୯୩% ସ୍କ୍ରିନ୍‌-ଟୁ-ବଡି ରେସିଓ ରହିଛି। ଏହା ଏକ ଡ୍ରାଗନ୍‌ଟ୍ରେଲ୍‌ ଷ୍ଟାର୍‌ ୨ ଡିସ୍‌ପ୍ଲେ ଓ ଏକ ମଜଭୁତ ପଲିକାର୍ବୋନେଟ୍‌ ବ୍ୟାକ୍‌ ସହିତ ଆସୁଛି। ଏହି ସ୍ମାର୍ଟଫୋନରେ ୬୪ଏମ୍‌ପି ଓଭି୬୪ବି ଅଲ୍‌ଟ୍ରା-କ୍ଲିୟର ମେନ୍‌ କ୍ୟାମେରା, ଏକ ୩୨ଏମ୍‌ପି ଆଇଏମ୍‌ଏକ୍ସ୭୦୯ ଟେଲିଫଟୋ ପୋର୍ଟ୍ରେଟ୍‌ କ୍ୟାମେରା, ୮ଏମ୍‌ପି ଆଇଏମ୍‌ଏକ୍ସ ୩୫୫ ୧୧୨ଂ ଅଲ୍‌ଟ୍ରା-ୱାଇଡ୍‌ କ୍ୟାମେରା ଓ ଏକ ୩୨ଏମ୍‌ପି ଓଭି୩୨ସି ଅଲ୍‌ଟ୍ରା-କ୍ଲିୟର ସେଲ୍‌ଫି କ୍ୟାମେରା ସାମିଲ ରହିଛି। ଏହାର ୫୦୦୦ ଏମ୍‌ଏଏଚ୍‌ ବ୍ୟାଟେରି ରେନୋ ସିରିଜ୍‌ରେ ସବୁଠାରୁ ବଡ ବ୍ୟାଟେରି ହୋଇଥିବା ବେଳେ ଏହାର ୬୭ୱାଟ୍‌ ସୁପର୍‌ଭିଓଓସି ଡିଭାଇସ୍‌କୁ କେବଳ ୪୭ମିନିଟ୍‌ରେ ୧୦୦% ଚାର୍ଜ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri