Posted inଜାତୀୟ

ବିପକ୍ଷଙ୍କ ମୋଦି ଫୋବିୟା, ପିଏମ୍‌ ପଦ ପାଇଁ ଦୁଇ ଡର୍ଜନ ପ୍ରାର୍ଥୀଙ୍କ ନାମ ତାଲିକା ପ୍ରସ୍ତୁତ, ନକଭିଙ୍କ କଟାକ୍ଷ…

ନୂଆଦିଲ୍ଲୀ,୧୩।୮ : ବିହାରରେ ମହାମେଣ୍ଟ କ୍ଷମତାକୁ ଆସିବା ସହିତ ବିରୋଧୀ ଦଳଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ପ୍ରାର୍ଥୀତ୍ୱ ଉପରେ ଆଲୋଚନା ତୀବ୍ର ହୋଇଛି। କେହି କେହି ମମତା ବାନାର୍ଜୀଙ୍କୁ ପ୍ରଧାନମନ୍ତ୍ରୀ ପଦର ଚେହେରା ବୋଲି କହୁଥିବା ବେଳେ କେହି କେହି ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଏଭଳି ଦେଖୁଛନ୍ତି। ଏସବୁ ମଧ୍ୟରେ ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମୁଖତାର୍‌ ଅବ୍ବାସ ନକଭି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି।

ରାମପୁରରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ନକଭି କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋବିୟା ରାଜନୈତିକ ରୋଗରେ ପୀଡିତ ଲୋକମାନେ ଶୀଘ୍ର ଲୋପ ପାଇଯିବେ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ପଦବୀ ଖାଲି ନଥିବା ସତ୍ତ୍ୱେ ବିରୋଧୀମାନେ ଦୁଇ ଡର୍ଜନ ପ୍ରାର୍ଥୀଙ୍କ ଓ୍ବେଟିଂ ତାଲିକା ପ୍ରସ୍ତୁତ କରିଛନ୍ତି।

ନକଭି କହିଛନ୍ତି, ବିରୋଧୀ ଦଳରେ ନିରାଶାବାଦୀ ରାଜନୈତିକ ଖେଳାଳି ଅଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଠିନ ପରିଶ୍ରମ ଏବଂ ଆନ୍ତରିକତା ସହିତ ସେମାନେ କଦାପି ପ୍ରତିଦ୍ୱନ୍ଦ୍ୱିତା କରିପାରିବେ ନାହିଁ। ପୂର୍ବତନ କେନ୍ଦ୍ର ମନ୍ତ୍ରୀ କହିଛନ୍ତି ଯେ ଏହାକୁ ଭ୍ୟାନିଟି ଓ୍ବିଦାଉଟ୍‌ ଭ୍ୟାକାନ୍ସି ବୋଲି କୁହାଯାଏ।

ସେ କହିଛନ୍ତି ଯେ ରାଜନୈତିକ ଅସହିଷ୍ଣୁତା ଏବଂ ମିଥ୍ୟା ଅଭିଯୋଗ ସତ୍ତ୍ୱେ ପ୍ରଧାନମନ୍ତ୍ରୀ ମୋଦି ନିରନ୍ତର ସଶକ୍ତିକରଣ ପାଇଁ ଏକ ପ୍ରତିବଦ୍ଧତା ସହ ନିରନ୍ତର ପରିଶ୍ରମ କରୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଦେଶର ସୁରକ୍ଷା ଏବଂ ସମ୍ମାନ ହେଉଛି ଜାତୀୟ ନୀତି। ତାଙ୍କ ପାଇଁ ପ୍ରତ୍ୟେକ ଅଭାବୀ ବ୍ୟକ୍ତିଙ୍କ କଲ୍ୟାଣ ହେଉଛି ରାଷ୍ଟ୍ରଧର୍ମ ବୋଲି ନକଭି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏତିକି ବୃଦ୍ଧି ପାଇବ DA!

ନୂଆଦିଲ୍ଲୀ,୯।୨: ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ କିଛି ଆଶ୍ୱସ୍ତି ପାଇପାରନ୍ତି। ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ୨% ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri