Posted inଖେଳ

ହାମିଲଟନଙ୍କ ପାଇଁ ସୁଯୋଗ

ବୁଦାପେଷ୍ଟ, ୧୬ା୭ (ଏପି)- ଆସନ୍ତା ରବିବାର ଆୟୋଜିତ ହେବାକୁଥିବା ହଙ୍ଗେରିଆନ ଫର୍ମୁଲା ଓ୍ବାନ୍‌ ଗ୍ର୍ରଁାପ୍ରିରେ ବିଜୟ ଲାଭ କରିପାରିଲେ ଲୁଇସ୍‌ ହାମିଲଟନ ଗୋଟିଏ ଟ୍ରାକ୍‌ରେ ସର୍ବାଧିକ ବିଜୟ ହାସଲ କରିବାରେ ମାଇକେଲ ସୁମାକରଙ୍କ ନାମରେ ରହିଥିବା ରେକର୍ଡର ସେ ସମକକ୍ଷ ହୋଇପାରିବେ। ପୁନଶ୍ଚ ସର୍ବାଧିକ ୯୧ ଥର ଗ୍ରାଁ ପ୍ରି ଟାଇଟଲ ଲାଭ କରି ସୁମାକର ଯେଉଁ ରେକର୍ଡ କରିଛନ୍ତି ତାହାଠାରୁ ମାତ୍ର ୫ଟି ବିଜୟ ଦୂରରେ ସେ ରହିବେ। ଗତ ସପ୍ତାହରେ ଅଷ୍ଟ୍ରିଆରେ ଷ୍ଟାଇରିଆନ ଗ୍ରାଁ ପ୍ରିରେ ଟାଇଟଲ ହାସଲ କରିଥିବା ଏହି ବ୍ରିଟିଶ ଡ୍ରାଇଭର ରବିବାର ରେସ୍‌ ଜିିତିପାରିଲେ ହଙ୍ଗେରିଆନ ଟ୍ରାକ୍‌ରେ ଏହା ହେବ ତାଙ୍କର ୮ମ ବିଜୟ। ସୁମାକରଙ୍କ ଗୋଟିଏ ଭେନ୍ୟୁରେ ସର୍ବାଧିକ ବିଜୟ ରେକର୍ଡ ଫ୍ରେଞ୍ଚ୍‌ ଗ୍ରାଁପ୍ରିରେ ରହିଛି। ହାମିଲଟନ ୨୦୦୭ରେ ହଙ୍ଗେରିଆନ ଗ୍ରାଁ ପ୍ରିରେ ତାଙ୍କର ପ୍ରଥମ ବିଜୟ ହାସଲ କରିଥିଲେ। ସେ କହିଛନ୍ତି, ସୁମାକର ତାଙ୍କ କ୍ୟାରିୟରରେ କେତେ ଚାମ୍ପିୟନଶିପ୍‌ରେ ଭାଗ ନେଇଛନ୍ତି ଓ କେତେ ବିଜୟ ହାସଲ କରିଛନ୍ତି ଏବଂ କିପରି ରେକର୍ଡ ପରେ ରେକର୍ଡ କରି ଚାଲିଥିଲେ ତାହା ସବୁବେଳେ ମୋ ମନରେ ଉଙ୍କିମାରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମେକ୍ସିକୋରେ ପହଞ୍ଚିଲେ ଇରାନ ଖେଳାଳି

ତିଜୁଆନା, ୮ା୬- ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁ ଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ଦଳର ଖେଳାଳିମାନେ ସୋମବାର ମେକ୍ସିକୋରେ ପହଞ୍ଚିଛନ୍ତି। ଘାତକ ମିସାଇଲ ଆକ୍ରମଣରେ…

‘ଅଧିକ ଆଶା ରଖିବା ଭୁଲ’, ବୈଭବଙ୍କୁ ନେଇ କପିଲ ଦେବଙ୍କ ବଡ଼ ବୟାନ:, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ, ୮।୬: ଆଇପିଏଲ ୨୦୨୬ରେ ପ୍ରଭାବଶାଳୀ ପ୍ରଦର୍ଶନ ପାଇଁ ବୈଭବ ସୂର୍ଯ୍ୟବଂଶୀ ଭାରତୀୟ ଟି୨୦ ଦଳରେ ସ୍ଥାନ ପାଇଛନ୍ତି। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଆୟର୍ଲାଣ୍ଡ-ଇଂଲଣ୍ଡ ଏବଂ…

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ଇତିହାସ ରଚିଲା ଟିମ୍‌ ଇଣ୍ଡିଆ: ଟେଷ୍ଟ କ୍ରିକେଟ ଇତିହାସରେ…

ଚଣ୍ଡିଗଡ଼,୮।୬: ଏକମାତ୍ର ଟେଷ୍ଟରେ ଟିମ ଇଣ୍ଡିଆ ଆଫଗାନିସ୍ତାନକୁ ଏକ ଇନିଂସ ଏବଂ ୩୦୦ ରନରେ ପରାସ୍ତ କରିଛି। ଏହା ଟେଷ୍ଟ କ୍ରିକେଟ ଇତିହାସରେ ଟିମ ଇଣ୍ଡିଆର ସବୁଠାରୁ…

ପରମ୍ପରା କାହିଁକି ଭାଙ୍ଗିଲେ ଜୟ ଶାହା? ସେ ଜଣେ ପାକିସ୍ତାନୀ ଖେଳାଳିଙ୍କ ସହ ସର୍ବସାଧାରଣରେ ହାତ ମିଳାଇଲେ

ନୂଆଦିଲ୍ଲୀ,୮।୬: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ଏତେ ଖରାପ ହୋଇଯାଇଛି ଯେ ଉଭୟ ଦେଶର ଖେଳାଳିମାନେ କ୍ରିକେଟ ପଡ଼ିଆରେ ହାତ ମିଳାନ୍ତି ନାହିଁ। ପାକିସ୍ତାନ ଲଗାତାର…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri