ନୂଆଦିଲ୍ଲୀ,୩୧।୭: ଓପୋ ଇଣ୍ଡିଆର ନୂତନ ଉତ୍ପାଦ ‘କେ୧୨ଏକ୍ସ ୫ଜି’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଏଥିରେ ଏମ୍ଆଇଏଲ୍-ଏସ୍ଟିଡି-୮୧୦ଏଚ୍ ମିଲିଟାରି ଗ୍ରେଡ୍ ସାର୍ଟିଫିକେଶନ ସହିତ ସେଗ୍ମେଣ୍ଟ-ଅଗ୍ରଣୀ ସ୍ଥାୟିତ୍ୱ, ଧୂଳି ଓ ଜଳ ପ୍ରତିରୋଧ ପାଇଁ ଆଇପି୫୪ ରେଟିଂ ଏବଂ ସେଗ୍ମେଣ୍ଟର ପ୍ରଥମ ସ୍ପ୍ଲାଶ୍ ଟଚ୍ ଟେକ୍ନୋଲୋଜି ଆଦି ସାମିଲ ରହିଛି। ଫଳରେ ଉପଭୋକ୍ତାମାନେ ଓଦା ଆଙ୍ଗୁଠିରେ ମଧ୍ୟ ଏହାର ଟଚ୍ସ୍କ୍ରିନ୍କୁ ପରିଚାଳନା କରିପାରିବେ। ସେହିଭଳି ଏହି ଫୋନ୍ ବକ୍ସରେ ଏକ ଆଣ୍ଟି-ଡପ୍ରସିଲ୍ଡ କେସ୍ ଓ ଏକ ମଜଭୁତ ବ୍ୟାକ୍ ସେଲ୍ ସହ ଆସୁଛି। ଏପରିକି ୭.୬୮ଏମ୍ଏମ୍ ଅଲ୍ଟ୍ରା-ସ୍ଲିମ ଓପୋ କେ୧୨ଏକ୍ସ ୫ଜିର ଓଜନ କେବଳ ୧୮୬ଗ୍ରାମ ଏବଂ ଏହା ଏକ ଫ୍ରିଙ୍ଗରପ୍ରିଣ୍ଟ୍-ରେଜିଷ୍ଟାଣ୍ଟ୍ ମିଡ୍-ଫ୍ରେମ୍ ସହ ଆସୁଛି। ସେହିପରି ଓପୋର ଏହି ନୂତନ ଫୋନ ଦୁଇଟି ଆକର୍ଷଣୀୟ ରଙ୍ଗ ଯଥା ବ୍ରିଜ୍ ବ୍ଲୁ ଓ ମିଡ୍ନାଇଟ ଭାୟୋଲେଟ୍ରେ ଉପଲବ୍ଧ ହେଉଛି ଏବଂ ଏହା ଓପୋ ଇ-ଷ୍ଟୋର ଓ ଫ୍ଲିପ୍କାର୍ଟରେ ୨୦୨୪ ଅଗଷ୍ଟ ୨ରୁ ଉପଲବ୍ଧ ହେବ। ଏ ସମ୍ପର୍କରେ ଓପୋ ଇଣ୍ଡିଆର ପ୍ରଡକ୍ଟ କମ୍ୟୁନିକେଶନ୍ସ ବିଭାଗ ମୁଖ୍ୟ ସାଭିଓ ଡି’ସୁଜା କହିଛନ୍ତି, ଓପୋ କେ୧୨ଏକ୍ସ ୫ଜି ହେଉଛି ୧୫,୦୦୦ ଟଙ୍କାରୁ କମ୍ ମୂଲ୍ୟ ଅଧୀନରେ ‘ଏମ୍ଆଇଏଲ୍-ଏସ୍ଟିଡି-୮୧୦ଏଚ୍’ ଡ୍ୟୁରାବିଲିଟି ଷ୍ଟାଣ୍ଡାର୍ଡ ଥିବା ପ୍ରଥମ ହ୍ୟାଣ୍ଡସେଟ୍।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

