ପ୍ରସ୍ତାବିତ ପ୍ରକଳ୍ପକୁ ବିରୋଧ କଲେ ପଞ୍ଚାୟତବାସୀ

ଝାରସୁଗୁଡ଼ା ଅଫିସ,୧୮ା୧୦: ଝାରସୁଗୁଡ଼ା ଜିଲା କୋଲାବିରା ତହସିଲ ଅନ୍ତର୍ଗତ ପରମାଣପୁର ପଞ୍ଚାୟତ କାଲିବାହାଲ ଗ୍ରାମ ନିକଟରେ ଏକ କେମିକାଲ ପ୍ରକଳ୍ପ ପ୍ରତିଷ୍ଠା ହେବାକୁ ଯାଉଛି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଜମି ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପ୍ରସ୍ତାବିତ ପ୍ରକଳ୍ପକୁ ସ୍ଥାନୀୟ ଲୋକେ ପ୍ରଥମରୁ ବିରୋଧ କରିଆସୁଛନ୍ତି। ତଥାପି ଜିଲା ପ୍ରଶାସନ ତାର ଜମି ଅଧିଗ୍ରହଣ ପ୍ରକ୍ରିୟା ଜାରି ରଖିଛି। ଫଳରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଦିନକୁ ଦିନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ସ୍ଥିତିରେ ଅସନ୍ତୋଷ ପରମାଣପୁର ପଞ୍ଚାୟତବାସୀ ଓ ପଶ୍ଚିମ ଓଡ଼ିଶା ଯୁବମଞ୍ଚର ମିଳିତ ଉଦ୍ୟମରେ ସୋମବାର ହଜାର ହଜାର ମହିଳା ପୁରୁଷ ହାତରେ ପୋଷ୍ଟର ଧରି ବେହେରାମାଲ କିଷାନ ଛକରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହାସହିତ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳ ଲଙ୍କେଶ୍ବର ଅମାତଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ପାଖେଇଲାଣି କଳିଯୁଗର ଅନ୍ତ: ଆକାଶରେ ଦିଶିବ ୨ଟି ସୂର୍ଯ୍ୟ, ଦ୍ୱିପ୍ରହରରେ ଦେଖାଯିବ ତାରା! ଡରାଇଲା ସଙ୍କେତ…

କଳିଯୁଗରେ ଅଧର୍ମର ଶେଷ ଏବଂ କଲ୍କି ଅବତାରର ସମୟ କ’ଣ ପାଖେଇ ଆସିଲାଣି? ବାସ୍ତବରେ, ‘କାଳଜ୍ଞାନମ୍’ ନାମକ ଏକ ରହସ୍ୟମୟ ଗ୍ରନ୍ଥରେ କଳିଯୁଗର ଶେଷ ସହିତ ଜଡ଼ିତ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ସମୁଦ୍ର ଗର୍ଭରୁ ମିଳିଲା ସୁନାର ଭଣ୍ଡାର ସାଙ୍ଗକୁ ପୁଳାପୁଳା ଟଙ୍କା; ହେଲେ ସୁନା ମୁଦି ଖୋଲିଦେଲା ବଡ଼ ରହସ୍ୟ

ସମୁଦ୍ରର ଗଭୀରତାରେ ପୋତି ହୋଇ ରହିଥିବା ଗୋଟିଏ ଜାହାଜ ପ୍ରାୟ ୧,୩୦୦ ବର୍ଷ ପରେ ଇତିହାସର ଏପରି ଏକ ପୃଷ୍ଠା ସାମ୍ନାକୁ ଆଣିଛି, ଯାହାକୁ ଦେଖି ବୈଜ୍ଞାନିକମାନେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri