ନୂଆଁଖାଇରେ ଅଡୁଆ ଯୁକ୍ତ ୩ ନାମଲେଖା

ବରଗଡ଼ ଅଫିସ୍‌,୨।୯: ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଆସନ୍ତା ୧୧ତାରିଖ ପାଳନ କରାଯିବ । ଏହି ଦିନ ଯୁକ୍ତ ୩ ନାମଲେଖା ଆରମ୍ଭ ହେଉଥିବାରୁ ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ନୂଆଁଖାଇରେ ନାମଲେଖାକୁ ବିରୋଧ କରି ଗୁରୁବାର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଏବଂ କୋଶଲ ସେନା ପକ୍ଷରୁ ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଆସନ୍ତା ୧୧ତାରିଖରୁ ୩ ଦିନ ପର୍ଯ୍ୟନ୍ତ ନୂଆଁଖାଇ ଛୁଟି ଘୋଷଣା କରିବାକୁ କୋଶଲ ସେନା ଦାବି କରିଛି । ସେହିପରି ୧୪ ତାରିଖରୁ ଯୁକ୍ତ ୩ ନାମଲେଖା ଆରମ୍ଭ କରିବା ପାଇଁ ଏବିଭିପି ଦାବି କରିଛି। ଏବିଭିପିର ରାଜ୍ୟ ସହସମ୍ପାଦିକା ଯାଜ୍ଞସେନୀ ମହାପାତ୍ର, ଅନୁପମା ସେଠ, ସୁଭଦ୍ରା ନାଏକ, ନୂତନ ପ୍ରଧାନ ପ୍ରମୁଖ ସ୍ମାରକପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ । ସେହିପରି କୋଶଲ ସେନାର ବିରବଲ ମହାକୁର, ଅଶୋକ ଛତର, ରୋଶନ ପ୍ରଧାନ, ସୁଦର୍ଶନ ହାତୀ, ରାହୁଲ କୁମାର ବାରିକ ପ୍ରମୁଖ ସ୍ମାରକପତ୍ର ପ୍ରଦାନ ପାଇଁ ଜିଲାପାଳ ଅଫିସ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ଯୋଗାସନ ପ୍ରତିଯୋଗୀତା ପାଇଁ ୭ ମନୋନୀତ

ଦିଗପହଣ୍ଡି,୧୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ୨ ଦିନିଆ ରାଜ୍ୟସ୍ତରୀୟ ବାଳିକା ଯୋଗାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିଲା MGNREGA ନାଁ

ଭୁବନେଶ୍ୱର,୧୨।୧୨: କେନ୍ଦ୍ର ସରକାର ଶୁକ୍ରବାର ପୁଣି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର MGNREGA ନାଁ ବଦଳାଇ ପୂଜ୍ୟ ବାପୁ ଗ୍ରାମୀଣ ରୋଜଗାର ଯୋଜନା(Pujya...

ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍‌ପି ବୈଠକରେ ଯୋଗ ଦେଇ ନ ଥିଲେ।...

ଚାଲାଣ ହେଉଥିଲା କଫ୍‌ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହା...

ଭାରତ ବିରୋଧରେ ପାକିସ୍ତାନର ନୂଆ ଚାଲ, ସହଯୋଗ କରୁଛି ଚାଇନା!

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଏସିଆର ସର୍ବପୁରାତନ ଆଞ୍ଚଳିକ ସଂଗଠନ ସାର୍କ ସମ୍ପର୍କରେ ପାକିସ୍ତାନ ପୁଣି ଥରେ ଭାରତ ବିରୁଦ୍ଧରେ ଏକ ବିଷାକ୍ତ ବିବୃତ୍ତି ଆରମ୍ଭ କରିଛି। ପାକିସ୍ତାନର...

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ

ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି,...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri