Posted inଜାତୀୟ

ନାମାଙ୍କନପତ୍ର ଦାଖଲ କଲେ ମାର୍ଗାରେଟ୍‌ ଆଲ୍‌ଭା

ନୂଆଦିଲ୍ଲୀ,୧୯।୭: ବିରୋଧୀ ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ୍‌ ଆଲ୍‌ଭା ମଙ୍ଗଳବାର ଉପରାଷ୍ଟ୍ରପତି ନିର୍ବାଚନ ଲାଗି ସଂସଦରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧି, ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର, ସୀତାରାମ ୟେଚୁରୀ, ମଲ୍ଲିକାର୍ଜୁନ ଖାର୍ଗେ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ସୋମବାର ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକର ନାମାଙ୍କନପତ୍ର ଦାଖଲ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ବିଜେଡିରୁ ପିନାକୀ ମିଶ୍ର ପ୍ରମୁଖ ନାମାଙ୍କନ ସମୟରେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ତେବେ ବର୍ତ୍ତମାନର ଉପରାଷ୍ଟ୍ରପତି ଏମ୍‌ ଭେଙ୍କିୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୦ ତାରିଖରେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୟ ରାଉତଙ୍କୁ ଧମକ ଦେଇ ଗିରଫ ହେଲେ କଙ୍ଗନାଙ୍କ ପ୍ରଶଂସକ

ମୁମ୍ବାଇ,୧୧ ।୯: ଶିବସେନା ନେତା ସଞ୍ଜୟ ରାଉତଙ୍କୁ ସୋସିଆଲ ମିଡିଆରେ ଧମକ ଦେବା ଜଣେ ବ୍ୟକ୍ତିଙ୍କୁ ମହଙ୍ଗା ପଡିଛି । ମୁମ୍ବାଇ ପୋଲିସର ଏକ ଟିମ୍...

ରାମପୁର ଲୋକ ସଭା ଉପନିର୍ବାଚନ:ପ୍ରାର୍ଥୀ ଘୋଷଣା କଲା ଏସ୍‌ପି

ଲକ୍ଷ୍ନୌ,୬।୬: ରାମପୁର ଲୋକ ସଭା ଉପନିର୍ବାଚନ ପାଇଁ ସମାଜବାଦୀ ପାର୍ଟି ପକ୍ଷରୁ ସୋମବାର ପ୍ରାର୍ଥୀ ଘୋଷଣା କରାଯାଇଛି। ପାର୍ଟି ଅଫିସ୍‌ରେ ବୈଠକ ପରେ ଏସପି ନେତା...

ପ୍ରଶାସନିକ ସେବା ପରୀକ୍ଷାରେ ଫେଲ୍‌ ହେଲେ ବୋହୂ, ତଡ଼ିଦେଲେ ଶାଶୁଘର ଲୋକେ

ଜୟପୁର,୧ା୮: ରାଜସ୍ଥାନର ଜଣେ ବୋହୂ ପ୍ରଶାସନିକ ସେବା ପରୀକ୍ଷାରେ ଫେଲ୍‌ ହେବାରୁ ଶାଶୁଘର ଲୋକେ ତାଙ୍କୁ ଘରୁ ତଡ଼ି ଦେଇଛନ୍ତି। ପୀଡ଼ିତା ନ୍ୟାୟ ପାଇଁ ପୋଲିସ...

ଏକ୍ସପ୍ରେସ୍‌ ଓ୍ବେରେ ଓଲଟିଲା ବସ୍‌: ୧୬ ଗୁରୁତର

ଲକ୍ଷ୍ନୌ, ୨୦।୮: ଶ୍ରମିକଙ୍କୁ ନେଇ ଦିଲ୍ଲୀରୁ ବିହାରର ମଧୁବାଣୀ ଯାଉଥିବା ଏକ ବସ୍‌ ଲକ୍ଷ୍ନୌ ଏକ୍ସପ୍ରେସ୍‌ ଓ୍ବେରେ ଓଲଟି ପଡ଼ିଛି। ବସ୍‌ରେ ୪୫ ଜଣ ଶ୍ରମିକ...

ସାବାଳକ ଧର୍ମ-ବର୍ଣ୍ଣ ନିର୍ବିଶେଷରେ ପସନ୍ଦ କରିପାରିବେ ଜୀବନ ସାଥୀ: ଆହ୍ଲାବାଦ୍‌ ହାଇକୋର୍ଟ

ପ୍ରୟାଗରାଜ,୨୪।୧୧: ସାବାଳକ ଧର୍ମ, ବର୍ଣ୍ଣ ନିର୍ବିଶେଷରେ ନିଜ ଜୀବନ ସାଥୀ ପସନ୍ଦ କରିପାରିବେ। ଏନେଇ ଆହ୍ଲାବାଦ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ରାୟ...

ସ୍ତ୍ରୀଙ୍କୁ ବୁଝାଇବା ପାଇଁ ଶ୍ୱଶୁର ଘର ଆଗରେ ୩୧ ଘଣ୍ଟା ଧାରଣାରେ ବସିଲେ ସ୍ବାମୀ: ଆଉ ତା’ପରେ

ଆଗ୍ରା,୨୪।୫: ଉତ୍ତର ପ୍ରଦେଶର ଆଗ୍ରାରେ ସ୍ବାମୀ-ସ୍ତ୍ରୀ କଳିର ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କୁ ବୁଝାଇବା ପାଇଁ ଶ୍ୱଶୁର ଘର ଆଗରେ ୩୧ ଘଣ୍ଟା ଧାରଣାରେ...

ମଲା ମୂଷା ଗନ୍ଧ ଯୋଗୁଁ ମିଟିଂ ସ୍ଥାନକୁ ବଦଳାଇଲେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୫।୧୦: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ମଲା ମୂଷାର ଗନ୍ଧ ଯୋଗୁଁ ସୋମବାର ଏକ ବୈଠକକୁ ମଝିରେ ଛାଡି ଦେଇଥିବା ଜଣାପଡ଼ିଛି। ବିଧାନସଭା ପରିସରରେ ଆୟୋଜିତ...

ଇଦ୍‌ ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଇଦ୍‌-ଉଲ୍‌-ଫିତର ଉପଲକ୍ଷେ ଭାରତରେ ଥିବା ମୁସଲମାନ ଭାଇଭଉଣୀ ଓ ବିଶ୍ୱର ସମସ୍ତ ମୁସଲମାନ...

Advertisement
Archives

Model This Week