Posted inଜାତୀୟ

ରିଜିଜୁଙ୍କୁ ବିରୋଧୀଙ୍କ କଡ଼ା ସମାଲୋଚନା: କହିଲେ ବିଫଳ ଆଇନ ମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୫ : ଗୁରୁବାର ସକାଳେ କିରେନ ରିଜିଜୁଙ୍କୁ ଏକ ବଡ଼ ଝଟକା ଲାଗିଛି। ତାଙ୍କୁ ଆଇନ ମନ୍ତ୍ରଣାଳୟର ହଟାଯାଇ ପୃଥିବୀ ବିଜ୍ଞାନ ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ତାଙ୍କ ହାତରୁ ପଦବୀ ଯିବାମାତ୍ରେ ରିଜିଜୁଙ୍କ ଉପରେ ବିରୋଧୀ ଦଳ ସଦସ୍ୟମାନଙ୍କ ପକ୍ଷରୁ କଡ଼ା ସମାଲୋଚନା ଆରମ୍ଭ ହୋଇଛି। ବିରୋଧୀ କଂଗ୍ରେସ ଏମପି ମାଣିକାମ ଟାଗୋର ତାଙ୍କୁ ଜଣେ ବିଫଳ ଆଇନ ମନ୍ତ୍ରୀ ବୋଲି କହୁଛନ୍ତି। ଭେଟେରାନ ଓକିଲ ତଥା ରାଜ୍ୟସଭା ଏମପି କପିଲ ସିବଲ ତାଙ୍କୁ ଆଇନ ପଛରେ ଥିବା ବିଜ୍ଞାନକୁ ନ ବୁଝି ପାରିବା ମଧ୍ୟ କଟାକ୍ଷ କରିଛନ୍ତି।

ଟାଗୋର କହିଛନ୍ତି ବିଫଳ ଆଇନ ମନ୍ତ୍ରୀଙ୍କୁ ପୃଥିବୀ ବିଜ୍ଞାନ ଦିଆଯାଇଛି। ସେ ଆଉ କ’ଣ କରିପାରିବେ? ଆଶା କରୁଛି ଅର୍ଜୁନ ରାମ ମେଘୱାଲ ଆଇନ ମନ୍ତ୍ରୀ ଭାବରେ ସମ୍ମାନଜନକ କାର୍ଯ୍ୟ କରିବେ।

ଏଥିସହିତ ପୂର୍ବତନ ଆଇନ ମନ୍ତ୍ରୀ ସିବଲ ଆଇନ ବିଭାଗରୁ ବିଦାୟ ନେଇ ବିଜ୍ଞାନ ମନ୍ତ୍ରଣାଳୟ ପାଇଁ ଯାଉଥିବାରୁ ରିଜିଜୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଆଇନ ପଛରେ ଥିବା ବିଜ୍ଞାନକୁ ବୁଝିବା ସହଜ ନୁହେଁ। ବର୍ତ୍ତମାନ ସେ ବିଜ୍ଞାନର ନିୟମ ସହିତ ମୁକାବିଲା କରିବାକୁ ଚେଷ୍ଟା କରିବେ ।

ଉଦ୍ଧବ ଠାକରେଙ୍କ ଶିବସେନା ମଧ୍ୟ ରିଜିଜୁଙ୍କୁ କଟାକ୍ଷ କରିଛି। ରାଜ୍ୟସଭା ଏମପି ପ୍ରିୟଙ୍କା ଚତୁୁର୍ବେଦୀ ପ୍ରଶ୍ନ କରିଛନ୍ତି ମହାରାଷ୍ଟ୍ରର ଲଜ୍ଜାଜନକ ନିଷ୍ପତ୍ତି କାରଣରୁ ଏହି ପରିବର୍ତ୍ତନ କରାଯାଇଛି କି? କିମ୍ବା ମୋଦାନି-ସେବି ଯାଞ୍ଚ ଯୋଗୁଁ ହୋଇଛ କି?

 


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?