ଆମ୍ବହତା କେନାଲ ପାର୍ଶ୍ୱ ରାସ୍ତା ନିର୍ମାଣକୁ ବିରୋଧ

ଖଇରା, ୮।୫(ଡି.ଏନ.ଏ.): ସାଳନ୍ଦୀ ବାମପାର୍ଶ୍ୱ ଆମ୍ବହତା କେନାଲ ନୟାଖଣ୍ଡି ପତଡାସାହି ନିକଟରେ ନିମ୍ନମାନର ମୋରମ ପ୍ୟାକିଂ ଓ କଂକ୍ରିଟ କାମ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉକ୍ତ କାର୍ଯ୍ୟର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ଗ୍ରାମର ୱାର୍ଡସଭ୍ୟ ନିରଞ୍ଜନ ବେହେରା, ଶ୍ରୀଧର ବାରିକ, ରମାକାନ୍ତ ବେହେରା, ଯଦୁନାଥ ତ୍ରିପାଠୀ, ଉପେନ୍ଦ୍ର କର, ରମେଶ ବେହେରା, ଜଗନ୍ନାଥ ବେହେରା, ହରେକୃଷ୍ଣ ବେହେରା, ମନୋରଞ୍ଜନ କର, ଅନାଦି ବେହେରା ପ୍ରମୁଖ ଲିଖିତ ଅଭିଯୋଗ କରିଛନ୍ତି ା
ମୁତାବକ ସାଳନ୍ଦୀ ବାମପାର୍ଶ୍ୱ ଆମ୍ବହତା କେନାଲର ୧୬କି.ମି. ଠାରୁ ୧୮କି.ମି. ପର୍ଯ୍ୟନ୍ତ ରାସ୍ତା କାମ ଚାଲୁଛି ା କେନାଲର ୨ପାର୍ଶ୍ୱର କଂକ୍ରିଟ ଢଳେଇ କାମ କରାଯିବା ସହ ସାଧାରଣଙ୍କ ବ୍ୟବହାର ପାଇଁ ପାହାଚ ନିର୍ମାଣ କରାଯାଇଛି ା ହେଲେ ମୋରମ ପ୍ୟାକିଂ ଓ କଂକ୍ରିଟ ଢଳେଇ କାମ ଅତ୍ୟନ୍ତ ନିମ୍ନମାନର ହେଉଥିବା ଗ୍ରାମବାସୀ କହିଛନ୍ତି ା କାମ ଶେଷ ହେବାର ଅଳ୍ପଦିନ ମଧ୍ୟରେ ଢଳେଇ ଭାଙ୍ଗି ଖସି ପଡୁଥିବା ନେଇ ଉକ୍ତ ଗ୍ରାମବାସୀ କହିବା ସହ ଏହି କାର୍ଯ୍ୟକୁ ଦେଖାଇଛନ୍ତି ା ଉକ୍ତ କାର୍ଯ୍ୟ ଆନନ୍ଦପୁର ଡିଭିଜନ ଅଧୀନରେ ଆସୁଥିବା ବେଳେ ଯନ୍ତ୍ରୀ କିମ୍ବା ଅଧିକାରୀ ଉପସ୍ଥିତ ନ ରହିବା ଏଭଳି ଅନିୟମିତତା ପାଇଁ ଦାୟୀ ବୋଲି ସେମାନେ କହିଛନ୍ତି ା ଏ ସମ୍ପର୍କରେ ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ବିଜୟ କୁମାର ସେଠୀଙ୍କୁ ଯୋଗାଯୋଗ କରିବାରେ ଗ୍ରାମବାସୀଙ୍କର ଏଭଳି ଅଭିଯୋଗକୁ ଖଣ୍ଡନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri