ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ ବିଜେଡି। ‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ବିଧାନସଭା ପରିସର। SCB ଘଟଣାକୁ ନେଇ ଗୃହ ମଧ୍ୟ ଭାଗରେ ବିରୋଧୀଙ୍କ ନାରାବାଜି କରିଛନ୍ତି। ଏହାସହ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀ ହୋହଲ୍ଲା କରିଛନ୍ତି। ଫଳରେ ପ୍ରଶ୍ନକାଳ ଚାଲିପାରି ନାହିଁ। ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ ରଖିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri