କଲ୍ୟାଣ ମଣ୍ଡପ ନିର୍ମାଣକୁ ସାହି ବାସିନ୍ଦାଙ୍କ ବିରୋଧ

ଗଞ୍ଜାମ,୨୨।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୱାର୍ଡ ନ. ୬ ରାମାଲିଙ୍ଗେଶ୍ୱର ମନ୍ଦିର ପାର୍ଶ୍ୱରେ ହେବାକୁ ଥିବା କଲ୍ୟାଣ ମଣ୍ଡପ ନିର୍ମାଣ କାର୍ଯ୍ୟକୁ ସାହି ବାସିନ୍ଦା ଜୋରଦାର ବିରୋଧ କରିଛନ୍ତି । ରାମାଲିଙ୍ଗେଶ୍ୱର ମନ୍ଦିର ଦଖଲରେ ଥିବା ସ୍ଥାନରେ ଏନ୍‌ଏସି୍‌ ପ୍ରଶାସନ ଜୋର ଜବରଦସ୍ତ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ସ୍ଥାନ ଚି଼ହ୍ନଟ କରିଥିବା ସେମାନେ ଅଭିଯୋଗ କରିଛନ୍ତି। ଏ ନେଇ ସାହିବାସୀ ଗଞ୍ଜାମ ତହସିଲଦାର ଓ ଏନ୍‌ଏସି ପ୍ରଶାସନ ଏବଂ ଥାନାକୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଯଦି ଏଠାରେ କଲ୍ୟାଣ ମଣ୍ଡପ ନିର୍ମାଣ ହେବ ତାହେଲେ ମନ୍ଦିର ଉନ୍ନତିକରଣ ନିମନ୍ତେ ପ୍ରଶାସନ ସହାୟତା ପ୍ରଦାନ କରିବାକୁ ଦାବିପତ୍ରରେ ଉଲ୍ଲେଖ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?