ବିରୋଧୀଦଳ ନେତାଙ୍କ ଉପରେ ବର୍ଷିଲେ ଟଙ୍କଧର: କହିଲେ ନୂଆପଡ଼ାରୁ ମିଳିଲା ଜବାବ

ଭୁବନେଶ୍ୱର,୨୪।୨: ବିରୋଧୀଦଳ ନେତାଙ୍କୁ ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଖୋଲା ଆହ୍ବାନ ଦେଇଛନ୍ତି। ଗୃହକୁ ଖୋଲା ବିତର୍କ ପାଇଁ ଆସନ୍ତୁ ବୋଲି ଟଙ୍କଧର ଆହ୍ବାନ ଦେଇଛନ୍ତି। ବିଜେଡି ଶାସନରେ ଚାଷୀ ଆତ୍ମହତ୍ୟା ହେଇଛି ନା ନାହିଁ କୁହନ୍ତୁ ବୋଲି ସେ କହିଛନ୍ତି। ବିରୋଧୀଦଳ ନେତା ଚଷୀଙ୍କ ପାଇଁ ଗୃହରେ ୧୫ ମିନିଟ କହିପାରିନାହାନ୍ତି।
‘ନୂଆପଡ଼ା ଉପନିବାର୍ଚନରେ ଲୋକେ ତାଙ୍କୁ ଜବାବ ଦେଇଛନ୍ତି ବୋଲି ବିଧାୟକ ତ୍ରିପାଠୀ କହିଛନ୍ତିି।

ଚାଷୀ ସମସ୍ୟା ନେଇ ବିଜେଡି ବିକ୍ଷୋଭ ଚଳାଇଛି । ଭୁବନେଶ୍ବର ଲୋୟର PMGରେ ବିଜେଡିର ଚାଷୀ ସୁରକ୍ଷା ସମାବେଶ ଆରମ୍ଭ ହୋଇଛି । ଏଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଗଦେଇ ଗର୍ଜିଛନ୍ତି  । ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ବର୍ଷିଛନ୍ତି ବିରୋଧୀ ଦଳ ନେତା ।

ନବୀନ କହିଛନ୍ତି, ଖୁବ ଶୀଘ୍ର ଏ ସରକାର ଦୁଇବର୍ଷ ପୂରଣ କରିବାକୁ ଯାଉଛି । ନିର୍ବାଚନ ସମୟରେ ବହୁତ ବଡ଼ ବଡ଼ କଥା କହୁଥିଲେ, କିନ୍ତୁ କିଛି ମିଳିଲା ନାହିଁ । ବିଜେଡି ସରକାର ଚାଷୀଙ୍କ ପାଇଁ କାଳିଆ ଯୋଜନା କରିଥିଲା ।କିନ୍ତୁ ଡବଲ ଇଞ୍ଜିନ ସରକାର କିଛି କରିନି । ସାର ମିଳୁନି, ଧାନ କିଣୁନାହାନ୍ତି ସରକାର, କଟନୀ ଛଟଣି ହେଉଛି । ଯେଉଁ ଚାଷୀମାନେ ଅଭିଯୋଗ କରୁଛନ୍ତି ସେମାନଙ୍କୁ ମିଛ ବୋଲି କହୁଛନ୍ତି ସରକାର ।  ବିଜେଡି ଚାଷୀଙ୍କ ହକ୍‌ ପାଇଁ ଲଢ଼େଇ ଜାରି ରଖିବ।”

୭୨ ଘଣ୍ଟାରେ ଧାନ କିଣା ଯାଉ।  ୪୮ଘଣ୍ଟାରେ DBT ମାଧ୍ୟମରେ ଚାଷୀଙ୍କୁ ଦିଆଯାଉ । ପ୍ରଚାର ପ୍ରସାରରେ ଟଙ୍କା ଖର୍ଚ୍ଚ କରୁଛନ୍ତି ହେଲେ ଚାଷୀଙ୍କ ପାଇଁ କିଛି ନାହିଁ  । ସରକାରଙ୍କ ନିଦ ହଜାଇଦେବୁ ବୋଲି ଚେତାବନୀ ଦେଇଛନ୍ତି ନବୀନ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?