Posted inଜାତୀୟ

ବିରୋଧୀ ଦଳ ବୈଠକରେ କଂଗ୍ରେସକୁ ଟାର୍ଗେଟ କଲେ ମମତା

ପାଟନା,୨୩।୬: ପାଟନାରେ ବିରୋଧୀ ମେଳି ପାଇଁ ବୈଠକ ଚାଲିଛି। ବହୁ ବିରୋଧୀ ଦଳ ଗୋଷ୍ଠୀ ଏଥିରେ ସାମିଲ ଅଛନ୍ତି। ତେବେ ଏମଧ୍ୟରେ ମମତା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ପଶ୍ଚିମବଙ୍ଗରେ କଂଗ୍ରେସର ମନୋଭାବକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ କଂଗ୍ରେସର ଧାରଣା ପ୍ରଦର୍ଶନ ଜାରି ରହିଛି।ଯାହାକୁ ନେଇ ମମତା ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଏପରି କରିବା ଭୁଲ ଅଟେ। ପଶ୍ଚିମବଙ୍ଗରେ କଂଗ୍ରେସର ମନୋଭାବ ଠିକ ନୁହେଁ। ଆମେ ନିଜ ନିଜ ମଧ୍ୟରେ ଝଗଡା କରିବା ଠାରୁ ଦୂରେଇ ରହିବା ଉଚିତ୍‌। ଯଦି ଆମେ ନିଜ ମଧ୍ୟରେ ଲଢିବା ତେବେ ଏହାର ଫାଇଦା ଭାଜପା ନେବ। ଆମ ମଧ୍ୟରେ ମତଭେଦ ଭୁଲି ୨୦୨୪ନିର୍ବାଚନରେ ଭାଜପାକୁ ହରାଇବା ପାଇଁ ରଣନୀତି ପ୍ରସ୍ତୁତ କରିବା ଉଚିତ୍‌। ଆମେ ଏକାଠି ରହିଲେ ହିଁ ଭାଜପାକୁ ପରାସ୍ତ କରିବାକୁ ସମର୍ଥ ହୋଇପାରିବା।

 


Enter your email to get our daily news in your inbox.

All Right Reserved By Dharitri.Com

CJP ଆସନ୍ତା ମାସରେ ଆରମ୍ଭ କରିବ ଦେଶରେ ବଡ଼ ଅଭିଯାନ; ଜନସାଧାରଣଙ୍କ ସମସ୍ୟା ଶୁଣିବା ପାଇଁ ସେମାନଙ୍କ ପାଖରେ ପହଞ୍ଚିବ

ନୂଆଦିଲ୍ଲୀ,୬।୮: କକ୍ରୋଚ ଜନତା ପାର୍ଟି (CJP) ଆସନ୍ତା ମାସରେ ସାରା ଦେଶରେ ‘କ୍ୟା ବୋଲତି ପବ୍ଲିକ’ (ଜନସାଧାରଣ କ’ଣ କୁହନ୍ତି) ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଦଳର…

ଘରେ ଶୋଇଥିବାବେଳେ ପଶିଲେ ହାତୀପଲ, ଭାଙ୍ଗିଲେ ଘର, ଗୋଟିଏ ପରିବାରର ୪ ଜଣଙ୍କୁ…

ବଲାଙ୍ଗୀର,୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ସରଗୁଲ ଗାଁରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ଗାଁରେ ଏକ ପରିବାର ଘର ଭିତରେ ଶୋଇଥିବା…

୨ ବର୍ଷ ହେଲାଣି ବିଦ୍ୟୁତ କେବୁଲ ସଂଯୋଗ ପାଇଁ ଦାବି କରୁଛନ୍ତି ହିତାଧିକାରୀ: ପୂରଣ ହେଉନି..

କେସିଙ୍ଗା,୬।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଟିଡିପିଏଲ ଅଧୀନସ୍ଥ ବାଲସି, ମଶାଣିବନ୍ଧ, କାଣ୍ଡେଲ ସମେତ ବ୍ଲକର ବିଭିନ୍ନ ଗ୍ରାମରେ ଦୁଇ ବର୍ଷରୁ ଉଦ୍ଧର୍‌ବ ହେଲା ନୂଆ ଖମ୍ବ…

ମୁଖ୍ୟମନ୍ତ୍ରୀଙ୍କ ପତ୍ନୀଙ୍କ ସହ କ୍ରିକେଟରଙ୍କ କଥାବାର୍ତ୍ତକୁ ନେଇ ହେଉଛି ଆଲୋଚନା, ଭାଇରାଲ ହେଲାଣି ଭିଡ଼ିଓ

ନୂଆଦିଲ୍ଲୀ,୬।୮: ଭାରତୀୟ କ୍ରିକେଟର ତିଲକ ବର୍ମା ଏବେ ଏବେ ଜିମ୍ବାୱେରୁ ଫେରିଛନ୍ତି, ଯେଉଁଠାରେ ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ 3-0ରେ ଜିତିଥିଲା। ଯଦିଓ ତିଲକ…

ଟେନ୍‌ସନ୍‌ରେ ଅଛନ୍ତି ମୃଣାଲ: ଦେଲେ ଚେତାବନୀ

ଆଜିକାଲି ଟେନ୍‌ସନ୍‌ରେ ଅଛନ୍ତି ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଡିପ୍‌ଫେକ କଣ୍ଟେଣ୍ଟ ତିଆରି ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ…

ଘରର PNG ଓ ଗାଡ଼ିର CNGରେ ହେବ ବଡ଼ ପରିବର୍ତ୍ତନ! କେନ୍ଦ୍ର ସରକାର ମିଶାଇବେ…

ନୂଆଦିଲ୍ଲୀ,୬।୮: ଦେଶରେ ପରିବେଶ ଅନୁକୂଳ ଇନ୍ଧନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆଗାମୀ ଦିନରେ ଘରୋଇ ରୋଷେଇ ଗ୍ୟାସ…

‘ଡିସେମ୍ବର କାହିଁକି? ସେମାନେ ଏବେ ଆସିବା ଉଚିତ’- ଶେଖ ହାସିନାଙ୍କୁ ଚ୍ୟାଲେଞ୍ଜ କଲେ ତାରିକ ରହମାନଙ୍କ ଜଣେ ସହଯୋଗୀ

ଢାକା/ନୂଆଦିଲ୍ଲୀ,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ ୨୦୨୪ରେ କ୍ଷମତା ଛାଡିବା ପରେ ତାଙ୍କର ପ୍ରଥମ ଭର୍ଚୁଆଲ ପ୍ରେସ କନଫରେନ୍ସରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଥିଲେ।…

DSP-୧.୨ କୋଟି, BDO-୯୦ ଲକ୍ଷ… ବିକ୍ରି ହେଉଛି ଚାକିରି, ବିଧାୟକ ଆଣିଲେ ସାଂଘାତିକ ଅଭିଯୋଗ

ରାଞ୍ଚି,୬।୮: ଝାଡ଼ଖଣ୍ଡର ରାଞ୍ଚିରେ ଛାତ୍ର ପ୍ରତିବାଦ କ୍ରମାଗତ ଭାବରେ ତୀବ୍ର ହେବାରେ ଲାଗିଛି। JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ପ୍ରତିବାଦ କରିବା ପାଇଁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri