Posted inଜାତୀୟ

ଏମକେ ଷ୍ଟାଲିନଙ୍କ ନେତୃତ୍ୱରେ ସୋମବାର ଡିଏମକେର ମହାସଭା, ଦିଲ୍ଲୀରେ ପୁଣିଥରେ ବିରୋଧୀ ଦେଖାଇବେ ଶକ୍ତି

ନୂଆଦିଲ୍ଲୀ,୨।୪: ଆଗାମୀ ୨୦୨୪ରେ ହେବାକୁ ଯାଉଥିବା ଲୋକ ସଭା ନିର୍ବାଚନକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟକ୍କର ଦେବାକୁ ବିରୋଧୀ ପୁଣିଥରେ ଏକାଠି ହେବାକୁ ଯାଉଛନ୍ତି। ସୋମବାର ଦିଲ୍ଲୀରେ ଡିଏମକେ ମୁଖ୍ୟ ଏମକେ ଷ୍ଟାଲିନଙ୍କ ନେତୃତ୍ୱରେ ମହାସଭା ହେବାକୁ ଯାଉଛି। ଏଥିରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କଠାରୁ ଆରମ୍ଭ କରି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହିମନ୍ତ ସୋରେନ ଆରଜେଡି ଅଧ୍ୟକ୍ଷ ତେଜସ୍ବୀ ଯାଦବଙ୍କ ପର୍ଯ୍ୟନ୍ତ ବିରୋଧି ଦଳର ଟପ ନେତାଙ୍କୁ ଏକାଠି ଦେଖିବାକୁ ମିଳିବ।
ଏନଡିଟିଭିର ସୂଚନା ଅନୁଯାୟୀ, ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏହି ମହାସଭାରେ ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜରିଓ୍ବାଲ, ଟିଏମସି ଅଧ୍ୟକ୍ଷ ମମତା ବାନାର୍ଜୀ ଓ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଓ ବିଆରଏସ ଅଧ୍ୟକ୍ଷ କେ. ଚନ୍ଦ୍ରଶେଖର ରାଓ ବି ସେମାନଙ୍କ ପ୍ରତିନିଧିଙ୍କୁ ଏହି ସମ୍ମିଳନିରେ ଭାଗ ନେବାକୁ କହିଛନ୍ତି। କୁହାଯାଉଛି କି ଏମାନେ ଭିଡିଓ କନଫରେନସିଂ ମାଧ୍ୟମରେ ଏହି ମହାସଭା ସହ ଯୋଡି ହେବ, ସେମିତି ଏମକେ ଷ୍ଟାଲିନ ଅଫଲାଇନ ଭାଷଣ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍‌ରେ ବି ଷ୍ଟାଡିୟମ୍ ଫୁଲ୍

ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍‌କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri