Posted inଜାତୀୟ

ଜୁଲାଇ ୧୭-୧୮ରେ ହେବ ବିରୋଧୀ ଦଳର ଦ୍ୱିତୀୟ ବୈଠକ

ପାଟନା,୩ା୭: ଜୁଲାଇ ୧୩ ଏବଂ ୧୪ରେ ବେଙ୍ଗାଲୁରୁରେ ହେବାକୁ ଥିବା ବିରୋଧୀ ଦଳର ପ୍ରସ୍ତାବିତ ଦ୍ୱିତୀୟ ବୈଠକକୁ ରବିବାର ସ୍ଥଗିତ ରଖାଯାଇଥିଲା। ସୋମବାର ବୈଠକର ପରବର୍ତ୍ତୀ ତାରିଖ ସାମ୍ନାକୁ ଆସିଛି। ବୈଠକ ଜୁଲାଇ ୧୭ ଏବଂ ୧୮ ତାରିଖରେ ବେଙ୍ଗାଲୁରୁରେ ହେବ ବୋଲି ସୋମବାର କଂଗ୍ରେସ ନେତା କେ.ସି ଭେନୁଗୋପାଲ ଟୁଇଟ୍‌ କରି ସୂଚନା ଦେଇଛନ୍ତି।

ଭେନୁଗୋପାଲ କହିଛନ୍ତି, ଅଜିତ ପାୱାରଙ୍କ ବିଦ୍ରୋହ ବିରୋଧୀ ଏକତା ଉପରେ କୌଣସି ପ୍ରଭାବ ପକାଇବ ନାହିଁ। କାରଣ ଏହା କେବଳ ଏନ୍‌ସିପିର ପ୍ରସଙ୍ଗ। ଏନ୍‌ସିପି ନେତାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିଥିବା ପରେ ମହାରାଷ୍ଟ୍ରରେ ଏକ ଡ୍ରାମା ଦେଖିବାକୁ ମିଳିଛି। ଏହା ଇଡି ଏବଂ ଏଜେନ୍ସିର ଏକ ପ୍ରାୟୋଜିତ ଖେଳ ବୋଲି ସେ କହିଛନ୍ତି। କଂଗ୍ରେସ ନେତା ଏହା ମଧ୍ୟ ଦାବି କରିଛନ୍ତି ଯେ, ଶରଦ ପାୱାର ଦଳର ଉଚ୍ଚତମ ନେତା। ସେ ପରିସ୍ଥିତିକୁ ସମ୍ଭାଳି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri