Posted inଜାତୀୟ

ବିରୋଧୀ ଦଳ ବୈଠକରେ ବଦଳିପାରେ ୟୁପିଏର ନାଁ

ନୂଆଦିଲ୍ଲୀ,୧୭।୭: ଲୋକ ସଭା ନିର୍ବାଚନ ପାଇଁ ସମସ୍ତ ବିରୋଧୀ ଦଳ ମିଳିତ ଭାବେ ବଡ଼ ମେଣ୍ଟ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏହି ସମୟରେ ଏକ ଖବର ମଧ୍ୟ ସାମ୍ନାକୁ ଆସୁଛି ଯେ ଏହି ମେଣ୍ଟକୁ ଏକ ନୂତନ ନାମ ଦିଆଯାଇପାରେ। ୟୁନାଇଟେଡ ପୋଗ୍ରେସିଭ୍‌ ଆଲାଇନ୍ସ (ୟୁପିଏ) ବଦଳରେ ସମସ୍ତ ଦଳର ଏହି ମେଣ୍ଟକୁ ଅନ୍ୟ ନାଁରେ ଜଣାଯିବ। ୧୮ ଜୁଲାଇରେ ବେଙ୍ଗାଲୁରୁରେ ଅନୁଷ୍ଠିତ ହେବାକୁ ଥିବା ମେଗା ବୈଠକରେ ଏହା ଉପରେ ଚର୍ଚ୍ଚା ହୋଇପାରେ। ଯାହା ପରେ ନୂତନ ନାମ ମଧ୍ୟ ଘୋଷଣା କରାଯାଇପାରେ।

ଏହି ନୂତନ ମେଣ୍ଟରେ ୨୦ରୁ ଅଧିକ ଦଳ ସାମିଲ ହେବେ। ବର୍ତ୍ତମାନ ପର୍ଯ୍ୟନ୍ତ କଂଗ୍ରେସ ନେତୃତ୍ୱାଧୀନ ମେଣ୍ଟ ୟୁପିଏ ନାମରେ ଜଣାଶୁଣା। ଦେଶରେ ଅନେକ ବର୍ଷ ଧରି ୟୁପିଏ ସରକାର ରହିଛି। ଯେଉଁଥିରେ ଦେଶର ସମସ୍ତ ଆଞ୍ଚଳିକ ଦଳ କଂଗ୍ରେସ ନେତୃତ୍ୱରେ ଥିଲେ। ତେବେ ବିରୋଧୀ ଦଳର ବୈଠକ ପରେ ୟୁପିଏ ବଦଳରେ କେଉଁ ନାମ ବାହାରିଛି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ଅଶୋକ ଦାସଙ୍କ ନାଁରେ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ, ସମସ୍ୟାରେ ଥିବା କହି ମାଗୁଛନ୍ତି ଟଙ୍କା

ଭୁବନେଶ୍ୱର, ୪/୭: କଂଗ୍ରେସ ବିଧାୟକ ଅଶୋକ ଦାସଙ୍କ ନାଁରେ ଏକ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ ଖୋଲି କିଛି ଅସାମାଜିକ ବ୍ୟକ୍ତି ଟଙ୍କା ମାଗୁଥିବା ଅଭିଯୋଗ ସାମ୍ନାକୁ ଆସିଛି।…

୨୦୦-୫୦୦ ଟଙ୍କିଆ ନୋଟ୍‌କୁ ନେଇ RBIର ବଡ଼ ଆଲର୍ଟ; ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪।୭: ବଜାରରୁ କିଣାକିଣି କରିବା ପରେ ମିଳୁଥିବା ଖୁଚୁରା ପଇସାର ଯାଞ୍ଚ ଆମେ ପ୍ରାୟତଃ ତରତରରେ କରିନଥାଉ। କିନ୍ତୁ ଜାଲ ନୋଟର ବଢୁଥିବା ଚଳନ ମଧ୍ୟରେ ଆପଣଙ୍କର…

IND vs ENG: ଶେଷ ହେବାକୁ ଯାଉଛି ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ପାଇଁ ଅପେକ୍ଷା, ମାଞ୍ଚେଷ୍ଟରରେ ମିଳିବ ସୁଯୋଗ!

ନୂଆଦିଲ୍ଲୀ,୪।୭: ସମଗ୍ର କ୍ରିକେଟ ଜଗତ ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛି। ତାଙ୍କୁ ଆୟରଲ୍ୟାଣ୍ଡ ବିପକ୍ଷରେ କିମ୍ବା ଇଂଲଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ରେ ସୁଯୋଗ…

ଘୋଡାହାଡ ଡ଼୍ୟାମରୁ ଛଡାଯିବ ପାଣି: ନଦୀ ତଟବର୍ତ୍ତିି ଗ୍ରାମକୁ ସତର୍କ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି।ଏହାର ପ୍ରଭାବରେ ଶନିବାର ଠାରୁ  ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ…

ଟେଲିଗ୍ରାମକୁ ନେଇ ସରକାର କଠୋର; ଫିଲ୍ମ ସହ OTT ବିଷୟବସ୍ତୁର ପାଇରେସି ରୋକିବା ପାଇଁ ପଠାଇଲେ ନୋଟିସ

ନୂଆଦିଲ୍ଲୀ,୪।୭: କେନ୍ଦ୍ର ସରକାର ଫିଲ୍ମ ଏବଂ OTT ପ୍ଲାଟଫର୍ମରୁ ବଢୁଥିବା ଅନଲାଇନ ପାଇରେସି ସମ୍ପର୍କରେ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରିପୋର୍ଟ…

ଖୋଲିଲା ମାଛକୁଣ୍ଡ ଜଳଭଣ୍ଡାରର ପ୍ରଥମ ଗେଟ୍: ନିଷ୍କାସିତ ହେଲା ବର୍ଷାଜଳ

ଲମତାପୁଟ, ୪।୭: ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ମାଛକୁଣ୍ଡ ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଶନିବାର ଚଳିତ ବର୍ଷ ପ୍ରଥମ ଥର ପାଇଁ…

Ali Khamenei Funeral: ଆୟାତୋଲ୍ଲା ଅଲି ଖାମେନେଇଙ୍କ ସହିତ ତାଙ୍କ ୧୪ ମାସର ନାତୁଣୀଙ୍କୁ ଦିଆଯିବ ଶେଷ ବିଦାୟ; ସର୍ବୋଚ୍ଚ ନେତାଙ୍କ ପାଖରେ ରଖାଯାଇଛି ପରିବାର କଫିନ

ତେହରାନ,୪।୭: ଶୁକ୍ରବାର (ଜୁଲାଇ 3, 2026), ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ହଜାର ହଜାର ଲୋକ ଇରାନର ରାଜଧାନୀ ତେହରାନରେ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri