Posted inଜାତୀୟ

ମଣିପୁର ପ୍ରସଙ୍ଗ, ସଞ୍ଜୟ ସିଂଙ୍କ ନିଲମ୍ବନକୁ ନେଇ ଇଣ୍ଡିଆ ଏକଜୁଟ, ସାରା ରାତି ସ୍ଥାନେ ସ୍ଥାନେ ଧାରଣାରେ ବସିଲେ ବିରୋଧୀ ଏମପି

ନୂଆଦିଲ୍ଲୀ,୨୫।୭: ମଣିପୁରରେ ଜାରି ରହିଥିବା ହିଂସାକୁ ନେଇ ଚର୍ଚ୍ଚା ପ୍ରସଙ୍ଗରେ ପାର୍ଲାମେଣ୍ଟ ବାହାରେ ଓ ଭିତରେ ସରକାର ତଥା ବିରୋଧୀଙ୍କ ମଧ୍ୟରେ ତୁତୁମେମେ ଲାଗି ରହିଛି। ଏହାକୁ ନେଇ ସଭାପତି ଲଗାତାର ତୃତୀୟ ଦିନରେ ବି ଗୃହର କାର୍ଯ୍ୟକୁ ସ୍ଥଗିତ ରଖିଥିଲେ। ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ବା ଇଣ୍ଡିଆନ ନାଶନାଲ ଡେପଲପମେଣ୍ଟ ଇନକ୍ଲସିଭ ଏଲାଏନ୍ସ ସୋମବାର ସାରା ରାତି ପାର୍ଲାମେଣ୍ଟ ପରିସରରେ ବିରୋଧ ପ୍ରଦର୍ଶନ ଜାରି ରଖିଛନ୍ତି।

ସୂଚନାଯୋଗ୍ୟ, ସୋମବାର ପାର୍ଲାମେଣ୍ଟରେ ମଣିପୁର ପ୍ରସଙ୍ଗରେ ଅନେକ ଅଘଟଣ ଘଟିଥିଲା, ଯେଉଁଠାରେ ଆମ ଆଦମୀ ପାର୍ଟି (ଏଏପି) ଏମପି ସଞ୍ଜୟ ସିଂଙ୍କୁ ବର୍ତ୍ତମାନର ଅଧିବେଶନ ପାଇଁ ନିଲମ୍ବିତ କରାଯାଇଥିବାବେଳେ ତ୍ରିନାଥ ଏମପି ଡେରେକ ଓ’ବ୍ରାଏନ ଏବଂ ଅଧ୍ୟକ୍ଷ ଜଗଦୀପ ଧନଖରଙ୍କୁ ନେଇ ତୀବ୍ର ଯୁକ୍ତି ଥିଲା। ଏଥିସହ ବିରୋଧୀଦଳ ପ୍ରଧାନମନ୍ତ୍ରୀଙ୍କୁ ମଣିପୁର ଉପରେ ଗୃହରେ ବିବୃତ୍ତି ଦେବାକୁ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୨ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri