Posted inଜାତୀୟ

୨୦୨୪ ନିର୍ବାଚନ ପାଇଁ ଏଜେଣ୍ଡା ସ୍ଥିର କରିବେ ବିରୋଧୀ

ବେଙ୍ଗାଲୁରୁ,୧୭।୭: ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ବିରୋଧୀ ଏକଜୁଟ ହେବାକୁ ଚେଷ୍ଟା କରୁଛନ୍ତି। ପାଟନା ପରେ ସୋମବାର ବେଙ୍ଗାଲୁରୁରେ ବିରୋଧୀଙ୍କ ଦ୍ୱିତୀୟ ସାଧାରଣ ସଭା ଅନୁଷ୍ଠିତ ହୋଇଛି। ଲୋକ ସଭା ନିର୍ବାଚନ ପୂର୍ବରୁ ବିରୋଧୀଙ୍କ ଦ୍ୱିତୀୟ ବୈଠକ ବେଙ୍ଗାଲୁରୁରେ ସା ୬ଟାରୁ ଆରମ୍ଭ ହେବ। ଏହି ଏଜେଣ୍ଡା ଏବଂ ମିନିଟ ଟୁ ମିନିଟ କାର୍ଯ୍ୟକ୍ରମ ମଧ୍ୟ ସ୍ଥିର କରାଯାଇଛି, ଯାହା ଦ୍ୱାରା ଏଥର ବିରୋଧୀ ଏକତା ଅବସ୍ଥାରେ ଏକ ଠୋସ ନିଷ୍ପତ୍ତି ନିଆଯାଇପାରେ।
ବେଙ୍ଗାଲୁରୁର ଫାଇଭ ଷ୍ଟାର ହୋଟେଲରେ ଦୁଇ ଦିନ ଧରି ଏହି ବୈଠକ ଚାଲିବ, ଯେଉଁଠାରେ ମହାମନ୍ଥରେ ୨୬ଟି ଦଳ ଅଂଶଗ୍ରହଣ କରିବେ। ବିରୋଧୀ ବୈଠକରେ ଅନେକ ପ୍ରସଙ୍ଗ ଉପରେ ଆଲୋଚନା ହେବ। ମିଳିତ ମଞ୍ଚର ନୂତନ ନାମ ରଖିବା କିମ୍ବା ୟୁପିଏ, ସିଟ ବାଣ୍ଟିବା ଏବଂ ସଂଯୋଜକ ରଖିବା ଭଳି ପ୍ରସଙ୍ଗ ଉପରେ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ, ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୭।୫: କେନ୍ଦ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାରଙ୍କ ପୁଅ ବନ୍ଦୀ ଭଗୀରଥ ସାଇକୁ ତେଲେଙ୍ଗାନା ପୋଲିସ ଶନିବାର ଗିରଫ କରିଛି। ତେବେ କେନ୍ଦ୍ରମନ୍ତ୍ରୀ ପୁଅକୁ ସରେଣ୍ଡର କରାଇଥିବାର ଦାବି…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri