Posted inଜାତୀୟ

‘ଇଣ୍ଡିଆ’ ମେଣ୍ଟର ପ୍ରସ୍ତାବିତ ଏଜେଣ୍ଡାରେ ସାମିଲ ନାହିଁ ସଂଯୋଜକ ପ୍ରସଙ୍ଗ

ନୂଆଦିଲ୍ଲୀ,୩୧।୮: ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ବୈଠକର ପ୍ରସ୍ତାବିତ ଏଜେଣ୍ଡାରେ ସଂଯୋଜକ ପ୍ରସଙ୍ଗ ସାମିଲ କରାଯାଇ ନାହିଁ। ସୂତ୍ରରୁ ପ୍ରକାଶ ଯେ, ଏହାକୁ ପ୍ରାରମ୍ଭିକ ଏଜେଣ୍ଡାରେ ରଖାଯାଇ ନାହିଁ। ତଥାପି, ଏକ ସମ୍ଭାବନାରୁ ପ୍ରକାଶ ପାଇଛି ଯେ ଯଦି ସଂଯୋଜକ ନିଷ୍ପତ୍ତି ନେବା ପ୍ରସଙ୍ଗ ଉଠାଯାଏ ତେବେ ଏହାକୁ ସାମିଲ କରାଯାଇପାରେ।

ଏଥି ସହିତ, ଏହି ବୈଠକରେ ଲୋଗୋ, ସମନ୍ବୟ କମିଟି, ନିର୍ବାଚନ ପରିଚାଳନା ସଚିବାଳୟ, ଅନୁସନ୍ଧାନ ବିଭାଗ, ଗଣମାଧ୍ୟମ ଏବଂ ସୋସିଆଲ ମିଡିଆ ଦଳ, ଜାତୀୟ ଏଜେଣ୍ଡା ସ୍ଥିର କରିବାକୁ କମିଟି, ପ୍ରଚାରର ସାଧାରଣ ପ୍ରସଙ୍ଗ, ସାଧାରଣ କାର୍ଯ୍ୟକ୍ରମର ରୂପରେଖା ଆଦି ପ୍ରସଙ୍ଗ ଉପରେ ଆଲୋଚନା ହେବ। ପୂର୍ବରୁ କୁହାଯାଇଥିଲା ଯେ, ସଂଯୋଜକ ପ୍ରସଙ୍ଗ ମଧ୍ୟ ଏଥିରେ ସାମିଲ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

ଲକଡାଉନ୍‌କୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଦେଶରେ…

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି। ଏହାରି ଭିତରେ କେନ୍ଦ୍ର ସରକାରଙ୍କ ସ୍ପଷ୍ଟୀକରଣ ରଖିଛନ୍ତି। ଅର୍ଥମନ୍ତ୍ରୀ ସୀତାରାମନ୍‌ କହିଛନ୍ତି, ଦେଶରେ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ…

ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ

ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍‌ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…

ବେଙ୍ଗାଲୁରୁକୁ ବଡ଼ ଝଟକା, ଏହି ଖେଳାଳିଙ୍କୁ ମିଳିଲା ନାହିଁ ନୋ ଅବଜେକ୍ସନ ସାର୍ଟିଫିକେଟ

ନୂଆଦିଲ୍ଲୀ,୨୭ା୩: ଶ୍ରୀଲଙ୍କାର ପେସର ନୁଓ୍ୱାନ ଥୁସାରା ଆଗାମୀ ଆଇପିଏଲ୍‌ ମିସ କରିବେ। ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି)ର ନୂଆ କଡ଼ା ଫିଟ୍‌ନେସ ପଲିସୀ ଅନୁଯାୟୀ, ତାଙ୍କୁ ନୋ ଅବଜେକ୍ସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri