ଫ୍ଲୋର ଟେଷ୍ଟ ପୂର୍ବରୁ ବିରୋଧୀ ଦଳର ବୈଠକ

ଇସ୍‌ଲାମାବାଦ,୯।୪: ଶନିବାର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଭାଗ୍ୟ ପରୀକ୍ଷା। ଆଉ କିଛି ସମୟ ପରେ ନ୍ୟାସନାଲ ଆସେମ୍ଲିରେ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟିଂ କରାଯିବ। ତେବେ ଫ୍ଲୋର ଟେଷ୍ଟ ପୂର୍ବରୁ ବିରୋଧୀ ଦଳର ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ପିପୁଲ୍ସ ପାର୍ଟିର ଅଧ୍ୟକ୍ଷ ବିଲାଓ୍ବାଲ ଭୁଟ୍ଟୋ ଜରଦାରୀ ଓ ମରିୟମ୍‌ ନଓ୍ବାଜ ସମତେ ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ। ଏହି ବୈଠକରେ ଆଗାମୀ ପ୍ରଧାନମନ୍ତ୍ରୀଙ୍କୁ ନେଇ ଚର୍ଚ୍ଚା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଂକ୍ରମଣ ପରେ ଏବେ ସାଇବର ଯୁଦ୍ଧର ପ୍ରସ୍ତୁତି କରୁଛି ଚାଇନା: ୫ ବର୍ଷ ମଧ୍ୟରେ ସୁପର ପାଓ୍ବାର ହେବାର ରଖିଛି ଲକ୍ଷ୍ୟ

ବେଜିଂ,୨୫।୪: ସାରା ପୃଥିବୀରେ କରୋନା ସଂକ୍ରମଣ କରାଇଥିବା ଚାଇନା ଏବେ ସାଇବର ଯୁଦ୍ଧ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। କରୋନା ଯୋଗୁ ବହୁ ଦେଶର ଆର୍ଥିକ...

ଗଣମାଧ୍ୟମ ପାଇଁ ଫେସ୍‌ବୁକ୍‌ରେ ନୂଆ ସୁଯୋଗ: ଖବର ପ୍ରକାଶନ ପାଇଁ ବର୍ଷକୁ ମିଳିବ ୨୧.୨୬ କୋଟି ଟଙ୍କା

ସାନ୍‌ ଫ୍ରାନ୍ସିସ୍‌କୋ, ୧୦।୮: ଗଣମାଧ୍ୟମ ପାଇଁ ଫେସ୍‌ବୁକ୍‌ରେ ନୂଆ ସୁଯୋଗ ସୃଷ୍ଟି ହୋଇଛି। ଏନେଇ ଫେସ୍‌ବୁକ୍‌ ପକ୍ଷରୁ ଶୀଘ୍ର ନୂଆ ପଦକ୍ଷେପ ଗ୍ରହଣ କରାଯିବ। ଏହା...

ମହିଳାଙ୍କ ଡ୍ରାଇଭିଂ ଲାଇସେନ୍ସ ଉପରେ ପ୍ରତିବନ୍ଧକ ଲଗାଇଲା ତାଲିବାନ

କାବୁଲ,୫।୫:ଆଫଗାନିସ୍ତାନରେ ତାଲିବାନୀ ଶାସନ ପରେ ସବୁଠାରୁ ଅଧିକ କ୍ଷତି ମହିଳାମାନେ ସହୁଛନ୍ତି। ମହିଳାଙ୍କ ଉପରେ ସମସ୍ତ ପ୍ରତିବନ୍ଧକ ଲଗାଇବା ପରେ ତାଲିବାନ ସେମାନଙ୍କ ବିରୋଧରେ ଆଉ...

କାଲିଫର୍ନିଆ ଚର୍ଚ୍ଚରେ ଗୁଳିକାଣ୍ଡ

କାଲିଫର୍ନିଆ,୧୬ ।୫: ଆମେରିକାରେ ଗୁଳିକାଣ୍ଡ ଘଟଣା ଲାଗି ରହିଛି । ଶନିବାର ବଫେଲୋ ସୁପରମାର୍କେଟରେ ଗୁଳିକାଣ୍ଡ ପରେ ରବିବାର କାଲିଫର୍ନିଆର ଏକ ଚର୍ଚ୍ଚରେ ଗୁଳିକାଣ୍ଡ ହୋଇଥିବା...

ଶରତ ଋତୁରେ ପତ୍ନୀଙ୍କ ସହ ପାକିସ୍ତାନ ଭ୍ରମଣରେ ଯିବେ ପ୍ରିନ୍ସ ଓ୍ବିଲିୟମ୍ସ

ଲଣ୍ଡନ,୩୦।୬: ପ୍ରିନ୍ସ ଓ୍ବିଲିୟମ୍ସ ଓ ଡଚେସ୍‌ ଅଫ୍‌ କେମ୍ବ୍ରିଜ୍‌ କେଟେ ମିଡିଲଟନ୍‌ ଆସନ୍ତା ଶରତ ଋତୁରେ ପାକିସ୍ତାନ ଭ୍ରମଣରେ ଯିବେ ବୋଲି ଜଣାପଡିଛି। କେନସିଂଟନ୍‌ ପ୍ୟାଲେସ...

ମାଡ଼ି ଆସୁଛି ବିପଦ: ଚାଇନାର ଜଳନ୍ତା ରକେଟ ପୃଥିବୀକୁ ଶନିବାର ଦେବ ଧକ୍କା …

ଓ୍ବାଶିଂଟନ,୬।୫: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ସୃଷ୍ଟି କରିଥିବା ଚାଇନା ଯୋଗୁ ଏବେ ନୂଆ ବିପଦ ମାଡ଼ି ଆସୁଛି। ଚାଇନା ଦ୍ୱାରା ମହାକାଶକୁ ପ୍ରେରଣ କରାଯାଇଥିବା...

ପେନ୍‌ସନ ସଂସ୍କାରକୁ ବିରୋଧ, ଫ୍ରାନ୍ସରେ ବିକ୍ଷୋଭ

ପ୍ୟାରିସ୍‌ ,୧୯।୧୨(ଏଏଫ୍‌ପି): ଫ୍ରାନ୍ସ ସରକାରଙ୍କ ପେନ୍‌ସନ ସଂସ୍କାର ଯୋଜନାକୁ ନେଇ ଅଚଳାବସ୍ଥା ଲାଗିରହିଥିବାବେଳେ ଏହାକୁ ବିରୋଧ କରି ମଙ୍ଗଳବାର ଲକ୍ଷାଧିକ ବିକ୍ଷୋଭକାରୀ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଦୁଇ...

ଦଳାଚକଟାରେ ଗଲା ୮ ଜୀବନ

ହ୍ୟୁଷ୍ଟନ୍‌,୬।୧୧: ଆମେରିକାର ହ୍ୟୁଷ୍ଟନ୍‌ ସହରରେ ଆଷ୍ଟ୍ରୋଓ୍ବାଲର୍‌ଡ ମ୍ୟୁଜିକ୍‌ ଫେଷ୍ଟିଭାଲ ଦଳାଚକଟା ହୋଇ ୮ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନେକେ ଲୋକେ ଆହତ ହୋଇଥିବା ଜଣାପଡିଛି।...

Advertisement
Archives

Model This Week