Posted inଜାତୀୟ

‘ଇଣ୍ଡିଆ’ବୈଠକରେ ଚନ୍ଦ୍ରୟାନ -୩, ସୂର୍ଯ୍ୟ ମିଶନକୁ ନେଇ ପାରିତ ହେଲା ପ୍ରସ୍ତାବ

ମୁମ୍ବାଇ,୧।୯: ଆସନ୍ତା ବର୍ଷ ହେବାକୁ ଥିବା ଲୋକ ସଭା ନିର୍ବାଚନକୁ ନେଇ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତ ହେଉଛନ୍ତି। ଏହି କ୍ରମରେ ମୁମ୍ବାଇରେ ବିରୋଧୀଙ୍କ ‘ଇଣ୍ଡିଆ’ ମେଣ୍ଟ ବୈଠକ ଅନୁଷ୍ଠିତ ହେଉଛି। ଆଜି ବୈଠକର ଦ୍ୱିତୀୟ ଦିନ। ବୈଠକ ସମୟରେ ଚନ୍ଦ୍ରୟାନ -୩ ର ସଫଳ ଅବତରଣକୁ ନେଇ ଏକ ପ୍ରସ୍ତାବ ପାରିତ ହୋଇଛି, ଯେଉଁଥିରେ ଇସ୍ରୋକୁ ଅଭିନନ୍ଦନ ଜଣାଯାଇଛି। ଏହା ସହିତ ଦେଶର ପ୍ରଥମ ସୂର୍ଯ୍ୟ ମିଶନ ଆଦିତ୍ୟ- ଏଲ୍‌୧ ପାଇଁ ମଧ୍ୟ ଶୁଭେଚ୍ଛା ମଧ୍ୟ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?