ସପ୍ତମ ରାଉଣ୍ଡ୍ ସୁଦ୍ଧା ଚିତପଟାଙ୍ଗ ବିରୋଧୀ, ଜୟ ଢୋଲକିଆ ୨୫ ହଜାରରୁ ଅଧିକ ଭୋଟ୍‌ରେ ଆଗୁଆ

ନୂଆପଡା,୧୪ା୧୧: ନୂଆପଡ଼ା ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଥିବା ବେଳେ ଭାଜପା ପ୍ରାର୍ଥୀ ଜୟ ଢ଼ୋଲକିଆ ଏକ ବଡ଼ ବିଜୟ ଅଭିମୁଖେ ଅଗ୍ରସର ହେଉଛନ୍ତି। ପ୍ରାରମ୍ଭିକ ରାଉଣ୍ଡ୍‌ରୁ ସେ ଯେଉଁ ବ୍ୟବଧାନରେ ଆଗେଇଥିଲେ, ତାହା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ସପ୍ତମ ରାଉଣ୍ଡ୍ ଶେଷ ସୁଦ୍ଧା ଜୟ ଢ଼ୋଲକିଆ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ୨୫,୩୪୬ ଭୋଟ୍‌ରେ ଆଗୁଆ ଅଛନ୍ତି।

ଭୋଟ୍ ଗଣତିର ସ୍ଥିତି (ସପ୍ତମ ରାଉଣ୍ଡ୍ ସୁଦ୍ଧା)

ଜୟ ଢ଼ୋଲକିଆ (ଭାଜପା) ୩୬,୦୮୮ ଭୋଟ୍ ପ୍ରଥମ

ସ୍ନେହାଙ୍ଗିନୀ ଛୁରିଆ ୧୦,୭୪୨ ଭୋଟ୍ ଦ୍ୱିତୀୟ

ଘାସିରାମ ମାଝୀ (କଂଗ୍ରେସ) ୯,୪୭୪ ଭୋଟ୍ ତୃତୀୟ

ରାଉଣ୍ଡ୍‌ ଅନୁଯାୟୀ ଆଗୁଆ ସ୍ଥିତି
ପ୍ରଥମ ରାଉଣ୍ଡ୍: ୩,୫୪୭ ଭୋଟ୍‌ରେ ଆଗୁଆ।

ତୃତୀୟ ରାଉଣ୍ଡ୍: ୧୦,୦୧୩ ଭୋଟ୍‌ରେ ଆଗୁଆ।

ପଞ୍ଚମ ରାଉଣ୍ଡ୍: ୧୮,୩୯୮ ଭୋଟ୍‌ରେ ଆଗୁଆ।

ଷଷ୍ଠ ରାଉଣ୍ଡ୍: ୨୧,୯୯୫ ଭୋଟ୍‌ରେ ଆଗୁଆ।

Dharitri – Odisha’s No.1 Odia Daily  

Enter your email to get our daily news in your inbox.

All Right Reserved By Dharitri.Com

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?