Posted inଜାତୀୟ

ସରକାରଙ୍କୁ ଘେରିଲେ ବିରୋଧୀ, ଉଭୟ ଗୃହ ମୁଲତବୀ…

ନୂଆଦିଲ୍ଲୀ,୪।୮: ସଂସଦର ମୌସୁମୀ ଅଧିବେଶନ ଏପର୍ଯ୍ୟନ୍ତ ଅଶାନ୍ତ ହୋଇପଡିଛି। ବର୍ତ୍ତମାନ ସୁଦ୍ଧା ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ଗୋଟିଏ ଦିନ ପାଇଁ ସ୍ବାଭାବିକ ଭାବରେ କାର୍ଯ୍ୟ ହୋଇ ପାରିନାହିଁ। ହଟ୍ଟଗୋଳ ଯୋଗୁ ଉଭୟ ଗୃହ ଅଚଳ ହୋଇ ପଡ଼ିଛି। ବୁଧବାର ଦିନ ଉଭୟ ଗୃହରେ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ଉତ୍ତେଜନା ଯୋଗୁଁ ଲୋକ ସଭା ଓ ରାଜ୍ୟ ସଭାକୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ପେଗାସସ୍‌, କୃଷକ ଆନ୍ଦୋଳନ ଏବଂ ଗଣମାଧ୍ୟମ ଉପରେ ଚଢ଼ାଉ ନେଇ ବିରୋଧୀ ଦଳ ପକ୍ଷରୁ ସରକାରଙ୍କୁ ଘେରିବା ଆରମ୍ଭ ହୋଇଛି। ପ୍ରବଳ ହଟ୍ଟଗୋଳ ମଧ୍ୟରେ ଲୋକ ସଭାରେ ଗୋଟିଏ ବିଲ୍‌ ପାରିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri