Posted inଜାତୀୟ

ଉପରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳଙ୍କ ମତଭେଦ, ନିର୍ବାଚନଠାରୁ ଦୂରେଇ ରହିବ ଟିଏମସି

ନୂଆଦିଲ୍ଲୀ,୨୨ ।୭: ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଏକାଠି ରହିପାରିଲେ ନାହିଁ । ଏମାନଙ୍କ ମତଭେଦ ଯୋଗୁ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବହୁ ସଂଖ୍ୟା ବ୍ୟବଧାନରେ ବିଜୟ ହାସଲ କଲେ । ଏବେ ଉପରାଷ୍ଟ୍ରପତି ନିର୍ବାଚନରେ ବି ବିରୋଧୀ ଦଳଙ୍କ ମଧ୍ୟରେ ମତଭେଦ ସ୍ପଷ୍ଟ ବାରି ହୋଇ ପଡିଲାଣି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରାଷ୍ଟ୍ରପତି ନିର୍ବାଚନଠାରୁ ଦୂରେଇ ରହିବ ବୋଲି ନିଷ୍ପତ୍ତି ନେଇଛି । ଟିଏମସି ଏନଡିଏ ଓ ବିରୋଧୀ କୌଣସି ପ୍ରାର୍ଥୀଙ୍କୁ ସମର୍ଥନ କରିବ ନାହିଁ ବୋଲି ନିଷ୍ପତ୍ତି ନେଇଛି ।
ଏହି ନିର୍ବାଚନଠାରୁ ଦୂରେଇ ରହିବ ବୋଲି ଟିଏମସି କହିବା ପରେ ସମସ୍ତେ ଚମକି ପଡିଛନ୍ତି । ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀଙ୍କୁ ଏକାଠି ରଖିବାକୁ ଚେଷ୍ଟା କରାଯାଇଥିଲା ହେଲେ ଏହା ସମ୍ଭବ ହେଲା ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ ବୁକିଂ ବନ୍ଦ ରଖିବାକୁ ଗୋ ଫାଷ୍ଟକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୯ା୫: ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ତୁରନ୍ତ ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଟିକେଟ ବୁକିଂ ଏବଂ ବିକ୍ରି ବନ୍ଦ କରିବା ପାଇଁ ବେସାମରିକ ବିମାନ ଚଳାଚଳ...

ମୁମ୍ବାଇରେ ଜୈନ ସମ୍ପ୍ରଦାୟ ପକ୍ଷରୁ ପ୍ରଦର୍ଶନ ଜାରି, ରାସ୍ତା ଅବରୋଧ କଲେ ଲୋକେ…

ମୁମ୍ବାଇ,୪।୧ : ଜୈନ ସମ୍ପ୍ରଦାୟ ପକ୍ଷରୁ ଗୁଜରାଟ ଏବଂ ଝାଡ଼ଖଣ୍ଡ ସରକାରଙ୍କ ବିରୋଧରେ ପ୍ରଦର୍ଶନ କରାଯାଇଛି। ବୁଧବାର ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ଏଭଳି କରାଯାଇଛି। ଝାଡ଼ଖଣ୍ଡ...

ସ୍ବିଗି ମୁସଲମାନ୍‌ ଡେଲିଭରି ବୟଠାରୁ ଖାଦ୍ୟ ଗ୍ରହଣ କରିବା ମନା କରିବା ପଡ଼ିଲା ମହଙ୍ଗା: ଗ୍ରାହକଙ୍କ ନାମରେ ମାମଲା ଦାଏର

ହାଇଦ୍ରାବାଦ୍‌,୨୬।୧୦: ତେଲେଙ୍ଗାନାରେ ଜଣେ ମୁସଲମାନ୍‌ ଡେଲିଭରି ବୟଠାରୁ ଖାଦ୍ୟ ଗ୍ରହଣ କରିବା ମନା କରି ଗ୍ରାହକଙ୍କୁ ହଟହଟା ହେବାକୁ ପଡ଼ିଛି। ସ୍ବିଗିର ଡେଲିଭରି ବୟ ମୁଦସିର୍‌ଙ୍କ...

ପୁଣି ଛାନିଆ କଲାଣି କରୋନା: ଦିନକରେ ୫୩ ହଜାରରୁ ଅଧିକ ସଂକ୍ରମିତ,୩୫୪ ମୃତ

ନୂଆଦିଲ୍ଲୀ,୩୧।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା...

ରାହୁଲଙ୍କ ଟୁଇଟ୍‌କୁ ନେଇ ଉଠିଲା ଝଡ଼

ନୂଆଦିଲ୍ଲୀ,୨୮ ।୧୦: ବିହାର ବିଧାନସଭା ପାଇଁ ପ୍ରଥମ ପର୍ଯ୍ୟ୍ରାୟ ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଥିବା ବେଳେ ଏବେବି କମିନି ରାଜନୈତିକ ଉଷ୍ମତା । ନିର୍ବାଚନକୁ ନେଇ...

ସ୍ବାକ୍ଷର ହେବ ୩.୫ ବିଲିୟନ ଡଲାର ପ୍ରତିରକ୍ଷା ଚୁକ୍ତି

ନୂଆଦିଲ୍ଲୀ,୧୪।୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୨୪ ତାରିଖରୁ ଦୁଇଦିନିଆ ଭାରତ ଗସ୍ତରେ ଆସୁଥିବାବେଳେ ଏହି ଅବସରରେ ଦୁଇଦେଶ ମଧ୍ୟରେ ୩.୫ ବିଲିୟନ ଡଲାର (୨୫,୦୦୦ କୋଟି...

ନିରା ରାଡିଆଙ୍କୁ ସିବିଆଇର କ୍ଲିନ୍‌ ଚିଟ୍‌, ସୁପ୍ରିମ୍‌କୋର୍ଟଙ୍କୁ କଲେ ସୂଚିତ…

ନୂଆଦିଲ୍ଲୀ, ୨୧।୯ : ଟ୍ୟାପିଂ ମାମଲାରେ ସିବିଆଇ କର୍ପୋରେଟ ନିରା ରାଡିଆଙ୍କୁ କ୍ଲିନ ଚିଟ ଦେଇଛି। ପୂର୍ବତନ କର୍ପୋରେଟ ନିରାଙ୍କ ବିରୋଧରେ ରାଜନେତା, ଆଇନଜୀବୀ, ସାମ୍ବାଦିକ...

୧୩ ବିମାନ ବନ୍ଦର ଘରୋଇକରଣକୁ ମଞ୍ଜୁରୀ

ନୂଆଦିଲ୍ଲୀ, ୧୦ା୯: କେନ୍ଦ୍ର ସରକାରଙ୍କ ନ୍ୟାଶନାଲ ମନେଟାଇଜେଶନ ପାଇପଲାଇନ ପ୍ରସ୍ତାବ ମୁତାବକ ୧୩ ବିମାନ ବନ୍ଦର ଘରୋଇକରଣକୁ ଚୂଡାନ୍ତ ମଞ୍ଜୁରୀ ମିଳିଛି। ଏହା ମଧ୍ୟରେ ଭୁବନେଶ୍ୱରର...

Advertisement
Archives

Model This Week