କୃଷି ବିଲ୍‌କୁ ବିରୋଧ: ମାଲକାନଗିରିରେ ଆନ୍ଦୋଳନ ତୀବ୍ର

ମାଲକାନଗିରି,୨୫।୯(ଡି.ଏନ୍‌.ଏ.) :ମାଲକାନଗିରି ଜିଲା ସିପିଆଇଏମ୍‌ ଓ ସର୍ବ ଭାରତ କୃଷକ ସଂଘଙ୍କ ମିଳିତ କ୍ରମେ କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ ଆଇନ ନୀତିକୁ ବିରୋଧ କରାଯାଇଛି। ଏ ନେଇ ଜିଲା ସଦର ମହକୁମାର ବାଲିମେଳା ଛକଠାରେ ମୁଖ୍ୟ ରାସ୍ତାକୁ ଅବରୋଧ କରାଯାଇଛି। ସାରା ଦେଶରେ ଏହି ଆନ୍ଦୋଳନ ତୀବ୍ର ହୋଇଛି। ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଏବଂ କୃଷି ସାମଗ୍ରୀ ବିପନ୍ନ, ପ୍ରୋତ୍ସାହନ ସୁବିଧା ଓ ବିଦ୍ୟୁତ୍‌ ବିଲ୍‌ ୨୦୨୦ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରି ନାରା ଦିଆଯାଇଛି । ଏହି ବିଲ୍‌ ଦ୍ୱାରା ଭୁଞ୍ଜିପତିଙ୍କ ଲାଭ ହେବେ କିନ୍ତୁ ଗରିବ କୃଷକ ଓ ଚାଷୀମୂଲିଆ କ୍ଷତିଗ୍ରସ୍ତ ହେବେ । ଏହାକୁ ତୁରନ୍ତ ପ୍ରତ୍ୟାହାର ନ କଲେ ଆନ୍ଦୋଳନ ଜୋରଧରିବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲର ୪ ଅଞ୍ଚଳ ଜଳୁଛି

ସମ୍ବଲପୁର,୧ା୪(ବ୍ୟୁରୋ) ପ୍ରତିବର୍ଷ ମାର୍ଚ୍ଚ ଶେଷ ଓ ଏପ୍ରିଲ ମାସରେ ଜଙ୍ଗଲରେ ନିଆଁ ଲାଗିଥାଏ। ବନ ବିଭାଗ ପାଖରେ ଏ ନେଇ ଆଗୁଆ ସୂଚନା ମଧ୍ୟ ରହିଛି।...

କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଏମସ୍‌ର କେନ୍ଦ୍ରୀୟ ଟିମ୍‌: ୧୬୫ ସ୍ବାବ୍‌ ରିପୋର୍ଟ ନେଗେଟିଭ୍‌

ବାହାନଗା,୩ା୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ବିଷ୍ଣୁପୁର ଗ୍ରାମର ହୋଇଥିବା କଣ୍ଟେନମେଣ୍ଟ ଜୋନରେ ଭୁବନେଶ୍ୱରସ୍ଥିତ ଏମସ୍‌ର କେନ୍ଦ୍ରୀୟ ଟିମ୍‌ ତଦନ୍ତ ପାଇଁ ପହଞ୍ଚିଥିଲେ। ଏହି ୩ଜଣିଆ କେନ୍ଦ୍ରୀୟ...

ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ଗର୍ଭବତୀ

ରାୟଗଡା ଅଫିସ,୨୯।୧: ଗାଁକୁ ରାସ୍ତା ନ ଥିବାରୁ ୩ କିମି ଖଟିଆରେ ବୁହା ହେଲେ ଗର୍ଭବତୀ। ଏଭଳି ଘଟଣା ଘଟିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ...

ଝାରସୁଗୁଡ଼ାରେ ଶଟଡାଉନ କଡ଼ାକଡ଼ି: ଛକ, ବଜାରରେ ଜଗି ରହିଛି ପୋଲିସ

ଝାରସୁଗୁଡ଼ା ଅଫିସ,୪।୭: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୁଲାଇ ମାସର ପ୍ରତି ସପ୍ତାହ ଶନିବାର ଓ ରବିବାର ଝାରସୁଗୁଡ଼ା ଜିଲାରେ ଶଟ୍‌ଡାଉନ୍‌...

ଭେଣ୍ଡରଙ୍କ ଜାଲ୍‌ ରସିଦରେ ବିଲ୍‌

କୋରେଇ,୨୬।୩(ଡି.ଏନ.ଏ.):କୋରେଇ ବ୍ଲକ ଅଧୀନରେ ଦୁର୍ନୀତି ବଢ଼ି ଚାଲିଛି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ପୂର୍ବରୁ ଜାଲ୍‌ ମଷ୍ଟରରୋଲ ଏବଂ ଜବ୍‌ କାର୍ଡ...

ଏକତରଫା ପ୍ରେମକୁ ନେଇ ହତ୍ୟାକାଣ୍ଡ: ଯୁବତୀ ମା’ଙ୍କ ଜୀବନ ଗଲା

କେସିଙ୍ଗା, ୮।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଞ୍ଚଳର ଏକତରଫା ପ୍ରେମକୁ ନେଇ ହତ୍ୟାକାଣ୍ଡ ଘଟିଛି। କୌଣସି କାରଣକୁ ନେଇ ସୋମବାର ପୂର୍ବାହ୍ନରେ ପ୍ରେମିକ ଉକ୍ତ...

ନୂଆ ପ୍ରତିଭା ଶୁଭଶ୍ରୀ ବଡ଼ମାଳୀ

ବଇଣ୍ଡା,୧୮।୨ – ଆଗ୍ରହ ଥିଲେ ସୁଯୋଗ ଆପଣାଛାଏ ଆସେ। ଆଉ ଉକ୍ତ ସୁଯୋଗର ସଦୁପୋଯୋଗ କିପରି ସଫଳତାର ମାର୍ଗ ପ୍ରଶସ୍ତ କରିଥାଏ ତାହାର ଉଦାହରଣ ହେଲେ...

ଜନବସତିରେ ବର୍ଜ୍ୟବସ୍ତୁ ପ୍ରୋସେସିଂ ୟୁନିଟ୍‌କୁ ବିରୋଧ

ବାଲେଶ୍ୱର ଅଫିସ, ୨୯।୧-ବାଲେଶ୍ୱର ମ୍ୟୁନିସିପାଲିଟି ଅନ୍ତର୍ଗତ ୨୯ ନମ୍ବର ୱାର୍ଡ଼ର ଶ୍ରୀକଣ୍ଠପୁର କ୍ୟାଥୋଲିକ୍‌ ପଡ଼ାରେ ବର୍ଜ୍ୟବସ୍ତୁ ପ୍ରୋସେସିଂ ୟୁନିଟ୍‌ ଖୋଲାଯିବାକୁ ମ୍ୟୁନିସିପାଲିଟି ପକ୍ଷରୁ ନିଷ୍ପତ୍ତିକୁ ସ୍ଥାନୀୟ...

Advertisement
Archives

Model This Week