କୃଷି ଆଇନକୁ ବିରୋଧ କରି ଚାଷୀ ଆନ୍ଦୋଳନ

କେନ୍ଦୁଝର,୨୦।୧(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ତିନି ନୂଆ କୃଷି ଆଇନକୁ ବିରୋଧ କରି ବୁଧବାର ଅଲ୍‌ ଇଣ୍ଡିଆ କିଷାନ କ୍ଷେତ ମଜଦୁର ସଙ୍ଗଠନ ପକ୍ଷରୁ କେନ୍ଦୁଝର ଠାରେ ଏକ ପ୍ରତିବାଦ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଅତ୍ୟାବଶ୍ୟକୀୟ ସାମଗ୍ରୀ ସଂଶୋଧନ ଆଇନ, ଘରୋଇ ମଣ୍ଡି ଆଇନ, ଚୁକ୍ତିଚାଷ ଆଇନକୁ ରଦ୍ଦ କରିବାକୁ ଦାବି କରିଥିଲେ। ଜିଲାର ବହୁ କୃଷକ ସାମିଲ ହୋଇ କେନ୍ଦ୍ର ବିରୋଧରେ ସ୍ଲୋଗାନ ଦେଇ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ନୂଆ କୃଷି ଆଇନକୁ ଚାଷୀ ବିରୋଧୀ ଦର୍ଶାଇ ଏହାକୁ ପ୍ରତ୍ୟାହାର କରାଯାଉ ବୋଲି ସଙ୍ଗଠନର ରାଜ୍ୟ ସମ୍ପାଦକ ରଘୁନାଥ ଦାଶ କହିଥିଲେ। ବରିଷ୍ଠ କୃଷକ ନେତା କମ୍ରେଡ଼ ଘନଶ୍ୟାମ ମହାନ୍ତ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏହି ଆଇନ ଦ୍ୱାରା କୃଷକ ମାନେ କ୍ଷତିଗ୍ରସ୍ତ ହେବ ଏବଂ ପୁଞ୍ଜିପତିମାନେ ଅଧିକ ଲାଭବାନ ହେବେ ବୋଲି କମ୍ରେଡ ପ୍ରକାଶ ମଲ୍ଲିକ, କମ୍ରେଡ ବେଣୁଧର ସର୍ଦ୍ଦାର ପ୍ରମୁଖ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...

ରୋଷେଇ ଘରେ ଅସ୍ତ୍ର ଅଛି, ଭାଜପାକୁ…ମହିଳାଙ୍କୁ ଉସ୍‌କାଇଲେ ଦିଦି

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ SIRକୁ ନେଇ ରାଜନୀତି ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ମହିଳାମାନଙ୍କୁ ଭୋଟର ତାଲିକା ସମୀକ୍ଷା ସମୟରେ ଯଦି ସେମାନଙ୍କ ନାମ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର, ସର୍ଜରୀରେ ରୋଗ ଭଲ ହେବା ନେଇ ଏମ୍ସ ଡାକ୍ତରଙ୍କ ଘୋଷଣା

ନୂଆଦିଲ୍ଲୀ,୧୧।୧୨: ପୂର୍ବରୁ ଏକ କଥା ଥିଲା ଯେ, ଯେଉଁ ବ୍ୟକ୍ତିଙ୍କୁ ଥରେ ଡାଇବେଟିସ ହୁଏ ତାହା ଜୀବନସାରା ରହିଯାଇଥାଏ । ଆଜି ପର୍ଯ୍ୟନ୍ତ ଡାଇବେଟିସର କୌଣସି...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ନାସାକୁ ବଡ଼ ଝଟକା, ମଙ୍ଗଳ ଗ୍ରହରୁ ଗାୟବ ହେଲା MAVEN!

ନୂଆଦିଲ୍ଲୀ,୧୧ା୧୨: ଆମେରିକାର ଅନ୍ତରୀକ୍ଷ ସଂସ୍ଥା ନାସା ମଙ୍ଗଳ ଗ୍ରହରୁ କିଛି ବିଚଳିତକର ଖବର ସାମ୍ନାକୁ ଆସିଛି । ଗତ 11 ବର୍ଷ ଧରି ଲାଲ ଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri