କୃଷି ଆଇନକୁ ବିରୋଧ କରି ଚାଷୀ ଆନ୍ଦୋଳନ

କେନ୍ଦୁଝର,୨୦।୧(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ତିନି ନୂଆ କୃଷି ଆଇନକୁ ବିରୋଧ କରି ବୁଧବାର ଅଲ୍‌ ଇଣ୍ଡିଆ କିଷାନ କ୍ଷେତ ମଜଦୁର ସଙ୍ଗଠନ ପକ୍ଷରୁ କେନ୍ଦୁଝର ଠାରେ ଏକ ପ୍ରତିବାଦ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଅତ୍ୟାବଶ୍ୟକୀୟ ସାମଗ୍ରୀ ସଂଶୋଧନ ଆଇନ, ଘରୋଇ ମଣ୍ଡି ଆଇନ, ଚୁକ୍ତିଚାଷ ଆଇନକୁ ରଦ୍ଦ କରିବାକୁ ଦାବି କରିଥିଲେ। ଜିଲାର ବହୁ କୃଷକ ସାମିଲ ହୋଇ କେନ୍ଦ୍ର ବିରୋଧରେ ସ୍ଲୋଗାନ ଦେଇ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ନୂଆ କୃଷି ଆଇନକୁ ଚାଷୀ ବିରୋଧୀ ଦର୍ଶାଇ ଏହାକୁ ପ୍ରତ୍ୟାହାର କରାଯାଉ ବୋଲି ସଙ୍ଗଠନର ରାଜ୍ୟ ସମ୍ପାଦକ ରଘୁନାଥ ଦାଶ କହିଥିଲେ। ବରିଷ୍ଠ କୃଷକ ନେତା କମ୍ରେଡ଼ ଘନଶ୍ୟାମ ମହାନ୍ତ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏହି ଆଇନ ଦ୍ୱାରା କୃଷକ ମାନେ କ୍ଷତିଗ୍ରସ୍ତ ହେବ ଏବଂ ପୁଞ୍ଜିପତିମାନେ ଅଧିକ ଲାଭବାନ ହେବେ ବୋଲି କମ୍ରେଡ ପ୍ରକାଶ ମଲ୍ଲିକ, କମ୍ରେଡ ବେଣୁଧର ସର୍ଦ୍ଦାର ପ୍ରମୁଖ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri