କୃଷି ଆଇନକୁ ବିରୋଧ: ଚିତ୍ରକୋଣ୍ଡାରେ ଭାରତ ବନ୍ଦ ପ୍ରଭାବ

ଚିତ୍ରକୋଣ୍ଡା,୮।୧୨(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନକୁ ନେଇ ଦେଶବ୍ୟାପୀ ବିରୋଧ କରାଯାଉଛି। ଏହି କ୍ରମରେ ସାରାଦେଶରେ ଚାଷୀ ଆନ୍ଦୋଳନ ଜାରି ରଖିଥିବାବେଳେ ମଙ୍ଗଳବାର ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରାକୁ ସ୍ବତଃସ୍ଫୁର୍ତ୍ତ ସମର୍ଥନ ମିଳିଛି। ମାଲକାନଗିରି ଜିଲାର ଚିତ୍ରକୋଣ୍ଡାରେ ଭାରତ ବନ୍ଦ ପ୍ରଭାବ ଦେଖିବାକୁ ମିଳିଛି। ଦୋକାନ, ବଜାର ବନ୍ଦ ଥିବାବେଳେ ରାସ୍ତା ଅବରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଲ୍‌କୋ ସିପିପିରେ ଅଗ୍ନିକାଣ୍ଡ : ବ୍ୟାପକ କ୍ଷୟକ୍ଷତି

ତାଳଚେର,୨୫।୧୦(ନି.ପ୍ର.): ନାଲ୍‌କୋ ସିପିପି ପ୍ଲାଣ୍ଟର ୫ ୟୁନିଟ୍‌ରେ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷତି ହୋଇଛି। ସର୍ଟ ଶର୍କିଟି ଯୋଗୁ ଏହି ନିଆଁ ଲାଗିଥିବା...

ଗୋପାଳପୁର ବେଳାଭୂମି ରାସ୍ତାରୁ ଜବରଦଖଲ ଉଚ୍ଛେଦ

ଗୋପାଳପୁର,୧୬।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ରାସ୍ତାକୁ ଦୀର୍ଘବର୍ଷ ଧରି ଜବରଦଖଲକାରୀ କବ୍‌ଜାରେ ରଖିଥିଲେ। ଏ ନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବେଳାଭୂମିର ଉନ୍ନତୀକରଣ...

ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା ଘଟଣା: ୮ ଗିରଫ

ଧରାକୋଟ,୨୬ା୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଅଲେଖ ନାହାକଙ୍କୁ ଘରୁ ଡାକିନେଇ ହତ୍ୟା କରାଯାଇଥିଲା। ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା...

କାଲିଙ୍ଗାଠାରେ ୭୦ କିଲୋ ଗଞ୍ଜେଇ, କାର ଜବତ: ଚାଲାଣକାରୀ ଗିରଫ

ଜି.ଉଦୟଗିରି,୮।୭(ଡି. ଏନ୍‌. ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅଧୀନ କାଲିଙ୍ଗାଠାରେ ବୁଧବାର ପୋଲିସ ଏକ କାର ସହ ୭୦ କିଲୋ ଗଞ୍ଜେଇ ଜବତ କରିଛି।...

୧୦୩ କେଜି ଗଞ୍ଜେଇ ଜବତ, ୩ ଗିରଫ

ଫିରିଙ୍ଗିଆ,୧୯।୬- ଫିରିଙ୍ଗିଆ ପୋଲିସ ଡିଣ୍ଡିରାଗାଁ ପଞ୍ଚାୟତ ପାଖରେ ଚଢ଼ାଉ କରି ଏକ ଡାଲା ଅଟୋରୁ ୧୦୩ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୩...

୩୫ ଦିନ ପରେ ବିଏଲଏଫ୍‌ ପ୍ରକୋଷ୍ଠରୁ ଖୋଲିଲା ତାଲା

ଡେରାବିଶ,୯।୭(ବେବର୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକ ମିଶନଶକ୍ତି ବିଭାଗ ପକ୍ଷରୁ ଏମ୍‌ବିକେ, ସିଆର୍‌ପି ଓ ବ୍ୟାଙ୍କମିତ୍ର ପଦବୀ ପାଇଁ ଗତ ମାର୍ଚ୍ଚ ୧ରୁ ଆରମ୍ଭ...

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ସପ୍ତମ ଦିବସ:ଷ୍ଟାର ଇଲେଭେନ୍‌-ଇଭିନିଂ କ୍ଲବ ମ୍ୟାଚ୍‌ ଡ୍ର

ଭବାନୀପାଟଣା,୨୨।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଶନିବାର ସପ୍ତମ ମ୍ୟାଚ୍‌ ଷ୍ଟାର ଇଲେଭେନ୍‌...

୨ ବଖରା ସହ ପୋଡ଼ିଗଲେ ମା’

ଖୁଣ୍ଟା,୧୧ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ବଣକାଟୀ ଗ୍ରାମର ମଙ୍ଗଲ ହେମ୍ବ୍ରମଙ୍କ ଘରେ  ଅପରାହ୍ନରେ ନିଆଁ ଲାଗି ୨ବଖରା ପୋଡ଼ି ଯାଇଛି। ଏହି...

Advertisement
Archives

Model This Week