କୃଷି ଆଇନକୁ ବରଗଡ଼ରେ ବିରୋଧ: ରାଜରାସ୍ତାରେ ଜଳିଲା ନିଆଁ

ବରଗଡ଼ ଅଫିସ,୮।୧୨: କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନକୁ ନେଇ ଦେଶବ୍ୟାପୀ ବିରୋଧ କରାଯାଉଛି। ଏହି କ୍ରମରେ ସାରାଦେଶରେ ଚାଷୀ ଆନ୍ଦୋଳନ ଜାରି ରଖିଥିବାବେଳେ ମଙ୍ଗଳବାର ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରାକୁ ସ୍ବତଃସ୍ଫୁର୍ତ୍ତ ସମର୍ଥନ ମିଳିଛି। ବରଗଡ଼ ଜିଲାରେ ଏହା ମଧ୍ୟ ଦେଖିବାକୁ ମିଳିଛି। ଜିଲାରେ ଦୋକାନ, ବଜାର ବନ୍ଦ ଥିବାବେଳେ ବରଗଡ଼ ପଦ୍ମପୁର, ପାଇକମାଳ, ଅତାବିରା ଆଦି ଅଞ୍ଚଳରେ ରାସ୍ତା ଅବରୋଧ କରାଯାଇଛି। ବରଗଡ଼ ଗାନ୍ଧୀଛକ ସମେତ ଅନେକ ସ୍ଥାନରେ ଟାୟାର ଜାଳି ରାସ୍ତାରୋକ କରାଯାଇଛି। ପଶ୍ଚିମ ଓଡ଼ିଶା କୃଷକ ସଂଗଠନ ସମନୱୟ ସମିତି, ଜୟ କିଶାନ ଆନ୍ଦୋଳନ, ଆଞ୍ଚଳିକ କୃଷକ ମହାସଂଘ, ମାଣ୍ଡୋସିଲ, ରାଜବୋଡାସମ୍ବର କୃଷକ ସଂଗଠନ, ପାଇକମାଳ, ନବର୍ନିମାଣ କୃଷକ ସଂଗଠନ ସମେତ ବିଭିନ୍ନ ଚାଷୀ ସଂଗଠନ ପ୍ରମୁଖ ଏଥିରେ ସାମିଲ ହୋଇଛନ୍ତି। ସେହିପରି କଂଗ୍ରେସ, ଆମ୍‌ ଆଦମୀ ପାର୍ଟି ଭଳି ଅନେକ ରାଜନୈତିକ ସଂଗଠନ ଗୁଡ଼ିକ ମଧ୍ୟ ଏହାକୁ ସମର୍ଥନ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନିଶ୍ଚିତତାରେ ୩୦ରୁ ଊର୍ଦ୍ଧ୍ୱ ପିଲାଙ୍କ ଭବିଷ୍ୟତ

କପ୍ତିପଦା,୭।୫(ଡି଼.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତର ଢିପାସାହିରେ ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବାରୁ ୩୦ରୁ ଊର୍ଦ୍ଧ୍ୱ ପିଲାଙ୍କ ଭବିଷ୍ୟତ...

ବକେୟା ବିଦ୍ୟୁତ୍‌ ବିଲ ଆଦାୟ ନାଁରେ ମହିଳାଙ୍କ ଆକାଉଣ୍ଟରୁ ୧.୯୧ଲକ୍ଷ ଗାଏବ

ବ୍ରହ୍ମପୁର ଅଫିସ,୧୧।୮: ବ୍ରହ୍ମପୁର ସହରରେ ଦିନକୁ ଦିନ ସାଇବର ଅପରାଧ ବଢ଼ିବାରେ ଲାଗିଛି। ବିଭିନ୍ନ ଉପାୟରେ ଲୋକଙ୍କ ଧନସମ୍ପତ୍ତି କ୍ଷଣିକ ମଧ୍ୟରେ ଗାୟବ କରି ଦେଉଛନ୍ତି।...

ଆର୍‌ଆଇଙ୍କ ଜାଲିଆତି ପରିବାରକୁ କଲା ବାସହରା

ନୂଆଗାଁ,୧୭।୩ (ଡି.ଏନ.ଏ.): ବାପାଙ୍କ ମୃତ୍ୟୁ ପରେ ମାଆ ଓ ତିନି ଭଉଣୀଙ୍କ ଅଜାଣତରେ ବାପାଙ୍କ ନାମରେ ଥିବା ଜାଗାକୁ ବେଆଇନ ଭାବେ ଚଞ୍ଚକତା କରି ପୁଅ...

୭୫ ବର୍ଷରେ ଉତ୍କଳ ବିଶ୍ୱବିଦ୍ୟାଳୟ: ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଉତ୍କଳ ବିଶ୍ୱବିଦ୍ୟାଳୟର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କରିଛନ୍ତି। ଏହି...

ମାସେ ହେଲା ମଣ୍ଡିରୁ ଉଠୁନି ଧାନ

କେସିଙ୍ଗା, ୧୩।୨ (ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରେ ଦୀର୍ଘ ମାସେ ହେଲା ଧାନ ପଡିରହିଛି। ଚାଷୀମାନେ ଶୀତ କାକରରେ ଦିନରାତି ମଣ୍ଡିରେ ଜଗି...

ପରିବାରକୁ ନିଆଁ ପାଣି ବାସନ୍ଦ

ବେଗୁନିଆପଡ଼ା,୨୫ା୮(ସୁଶାନ୍ତ କୁମାର ପଟ୍ଟନାୟକ): ବେଗୁନିଆପଡ଼ା ଥାନା ଅନ୍ତର୍ଗତ ନୂଆଗଡ଼ ଗାଁରେ କଙ୍ଗାରୁ କୋର୍ଟ ବସି ଗୋଟିଏ ପରିବାରକୁ ସାମାଜିକ ବାସନ୍ଦ କରାଯାଇଥିବା ଗୁରୁବାର ଅଭିଯୋଗ ହୋଇଛି।...

ବିଦେଶୀ ମଦ ଭର୍ତ୍ତି ଟ୍ରକ ଜବତ

ଭଞ୍ଜନଗର,୧୮।୪(ଡି.ଏନ.ଏ)- ଲକ୍‌ଡ଼ାଉନ ପୂର୍ବରୁ ଏକ ବିଦେଶୀ ମଦ ଭର୍ତ୍ତି ଟ୍ରକ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ବାହାରିଥିଲା। ଏହି ସମୟରେ ଲକ୍‌ଡ଼ାଉନ ଘୋଷଣା ହୋଇଯାଇଥିଲା। ଚାଳକ ନିଜ...

୪ରୁ ୫ ଦିନ ବଢ଼ିବ ତାପମାତ୍ରା

ଭୁବନେଶ୍ବର,୧୨ା୫(ବ୍ୟୁରୋ): ରାଜ୍ୟରେ ଅନୁଭୂତ ହେଉଥିବା ଗ୍ରୀଷ୍ମପ୍ରବାହର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ...

Advertisement
Archives

Model This Week