କୃଷି ଆଇନକୁ ବିରୋଧ କରି ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଛତ୍ରପୁର,୫ା୧୨(ଡି.ଏନ୍‌.ଏ.): ୩ କୃଷି ଆଇନ ପ୍ରତ୍ୟାହାର ଦାବି ସହ କେନ୍ଦ୍ର ସରକାରଙ୍କ କୃଷି ମାରଣ ନୀତିର ପ୍ରତିବାଦ କରି ଶନିବାର ଛତ୍ରପୁରଠାରେ ଭାରତୀୟ ବିକାଶ ପରିଷଦ ଓ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃ ମନ୍ତ୍ରୀ ଅମିତ ଶାହଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚୋରି ଘଟଣାର ପର୍ଦ୍ଦାଫାସ: ୪ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୨୮।୯: ବରଗଡ଼ ସଦର ଥାନା ଅନ୍ତର୍ଗତ ରେଙ୍ଗାଲପାଲି ଗ୍ରାମରେ ଗତ ୧ ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାସ ହୋଇଛି। ଚୋରି...

୬୦ ପିଲାଙ୍କୁ ମାଗଣାରେ ଦେଉଛନ୍ତି ସଙ୍ଗୀତ ଶିକ୍ଷା : ଦୃଷ୍ଟିବାଧିତ ଗୋବିନ୍ଦଙ୍କ ସାଧନା

କୋରାପୁଟ,୧ା୧(ସ୍ବ.ପ୍ର.): ସେ ଦୃଷ୍ଟିବାଧିତ। ମାତ୍ର ସଙ୍ଗୀତ ପ୍ରତି ରହିଛି ଅସୀମ ଆଗ୍ରହ। ୬୦ ପିଲାଙ୍କୁ ଦେଉଛନ୍ତି ମାଗଣାରେ ସଙ୍ଗୀତ ଶିକ୍ଷା। ସେ ହେଉଛନ୍ତି କୋରାପୁଟ ପୌର...

ଘଷିପୁରାରେ ବଦ୍ରି ପାତ୍ର ଆଗୁଆ

ଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩। ୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ସରିଛି। ବିଜେଡିର ବଦ୍ରି ନାରାୟଣ...

ବିଦାୟ ନେଲେ ମା’

ଆରଡ଼ି, ୮ା୧୦( ଡି.ଏନ୍‌.ଏ.)- ଭଦ୍ରକ ଜିଲା ଆରଡ଼ି ନିକଟସ୍ଥ ସାନ ଓଳଗ ଓ ବଡ଼ ଓଳଗ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ମା’ ଦୁର୍ଗତି ନାଶିନୀଙ୍କୁ ବିଦାୟ...

ଏଏସ୍‌ଆଇ ଅଜାଣତରେ ଜିପିଆର୍‌ଏସ୍‌

ପୁରୀ ଅଫିସ,୨୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ନିର୍ମାଣ ଓ ଖନନ କାର୍ଯ୍ୟ ପୂର୍ବରୁ ଗ୍ରାଉଣ୍ଡ ପେନିଟ୍ରେଟିଂ ରାଡାର୍‌ ସର୍ଭେ (ଜିପିଆର୍‌ଏସ୍‌) ହୋଇ ନ ଥିଲା।...

କଣ୍ଟେନ୍‌ମେଣ୍ଟ ଜୋନ୍‌ ଉଠାଇବା ପାଇଁ ବିକ୍ଷୋଭ

କଣ୍ଟାବାଞ୍ଜି, ୧୩ା୮(ଡି.ଏନ.ଏ.) ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସିପକାପଡ଼ା କଣ୍ଟେନ୍‌ମେଣ୍ଟ ଜୋନ୍‌ ଉଠାଇବା ପାଇଁ ସିଲ୍‌ ସ୍ଥାନରେ ଲୋକେ ବୁଧବାର ବିକ୍ଷୋଭ କରିଥିଲେ। ଏସ୍‌ଡିପିଓ ସରୋଜ କୁମାର...

ଜମି ବିବାଦ ତୁଟିଲା, କାର୍ଯ୍ୟକ୍ଷମ ହେଲା ଅଙ୍ଗନଓ୍ବାଡି କୋଠା

ଖଲ୍ଲିକୋଟ,୪ା୧୦(ଡି.ଏନ.ଏ.)- ଜମି ବିବାଦ ଯୋଗୁ ଖଲ୍ଲିକୋଟ ବ୍ଲକ କହ୍ନେଇପୁର ପଞ୍ଚାୟତ କନ୍ଦିଗଁାରେ ପ୍ରାୟ ବର୍ଷେ ହେଲା ନିର୍ମିତ ଅଙ୍ଗନୱାଡ଼ି କେନ୍ଦ୍ର-୧ କୋଠା କାର୍ଯ୍ୟକ୍ଷମ ହୋଇପାରୁ ନ...

ଜିଲାସ୍ତରୀୟ ଯୁବ ଉତ୍ସବ ଉଦ୍‌ଯାପିତ: ପ୍ରତିଭା ପ୍ରଦର୍ଶନର ଉତ୍ତମ ମଞ୍ଚ

ନୟାଗଡ଼ ଅଫିସ,୨୧।୧୧: ନୟାଗଡ଼ ଜିଲା ପ୍ରଶାସନ ପକ୍ଷରୁ ଦୁଇ ଦିନ ଧରି ଅନୁଷ୍ଠିତ ଜିଲାସ୍ତରୀୟ ଯୁବ ଉତ୍ସବ ୨୦୧୯ ବୁଧବାର ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ଉଦ୍‌ଯାପିତ...

Advertisement
Archives

Model This Week