କୃଷି ଆଇନକୁ ବିରୋଧ କରି ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଛତ୍ରପୁର,୫ା୧୨(ଡି.ଏନ୍‌.ଏ.): ୩ କୃଷି ଆଇନ ପ୍ରତ୍ୟାହାର ଦାବି ସହ କେନ୍ଦ୍ର ସରକାରଙ୍କ କୃଷି ମାରଣ ନୀତିର ପ୍ରତିବାଦ କରି ଶନିବାର ଛତ୍ରପୁରଠାରେ ଭାରତୀୟ ବିକାଶ ପରିଷଦ ଓ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃ ମନ୍ତ୍ରୀ ଅମିତ ଶାହଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦଇତାପତି ନିଯୋଗ ନିର୍ବାଚନ,୨୯ ପ୍ରାର୍ଥିପତ୍ର ଦାଖଲ

ପୁରୀ ଅଫିସ,୪।୨: ଶ୍ରୀମନ୍ଦିର ଦଇତାପତି ନିଯୋଗର ନିର୍ବାଚନ ଚଳିତ ମାସ ୧୨ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ୨୯ଜଣ ପ୍ରାର୍ଥୀ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି।...

କାର୍ଯ୍ୟାଦେଶର ୨ବର୍ଷ ପରେ ବି ମିଳୁନି ଅର୍ଥ

କଟକ ଅଫିସ,୨୯।୯:କଟକ ମହାନଗର ନିଗମ ଅଧୀନ ୫୯ ନମ୍ବର ୱାର୍ଡର ଅନେକ ବାସିନ୍ଦା ୨୦୧୭ ଡିସେମ୍ବର ୨୯ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କାଘର ନିର୍ମାଣ ପାଇଁ...

ଶ୍ରଦ୍ଧାଳୁଙ୍କୁ ଆଖଣ୍ଡଳମଣି ମନା

ଭଦ୍ରକ ଅଫିସ,୧୫।୪: ରାଜ୍ୟରେ କରୋନା ଆତଙ୍କ ଖେଳାଇବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଗୁରୁବାର ଭଦ୍ରକ ଆରଡି ଆଖଣ୍ଡଳମଣି ମନ୍ଦିରର...

ସହରରୁ ଅଳିଆ ସଫା କରା ନ ଯିବା ଘଟଣା : ଏନ୍‌ଏସି କର୍ମଚାରୀଙ୍କୁ ତାଗିଦ୍‌ କଲେ ଉପଜିଲାପାଳ

ଭଞ୍ଜନଗର,୪।୬(ଡି.ଏନ.ଏ)-କିଛିଦିନ ପୂର୍ବେ ସହରଗୁଡ଼ିକର ପରିମଳ ସେବାକୁ ସୁଧାରିବା ପାଇଁ ଜିଲାସ୍ତରୀୟ ଏକ ସମୀକ୍ଷା ହୋଇଥିଲା। ମାତ୍ର ଭଞ୍ଜନଗର ସହରରେ ୪ ମାସ ହେବ ପରିମଳ ସେବା...

ଆଜିଠୁ ଖୋଲିବ ସୂର୍ଯ୍ୟମନ୍ଦିର

କୋଣାର୍କ,୨ା୮(ଡି.ଏନ୍‌.ଏ.): ଦୀର୍ଘ ୩ମାସ ବନ୍ଦ ପରେ ସୋମବାର ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ କୋଣାର୍କ ସୂର୍ଯ୍ୟମନ୍ଦିର। ଏନେଇ ପର୍ଯ୍ୟଟନ ବିଭାଗ ପକ୍ଷରୁ କୋଣାର୍କ ମନ୍ଦିର ଦାୟିତ୍ୱରେ...

ଦାଦନ ଖଟିବାକୁ ଯାଇ ଫସିଛନ୍ତି ସ୍ବାମୀ:ସ୍ତ୍ରୀଙ୍କ କାନ୍ଧରେ ୪ ପିଲାଙ୍କ ବୋଝ

କୋକସରା, ୩୧।୫(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ସନପୋଡ଼ାଗୁଡ଼ା ଗ୍ରାମର ମୋହନ ମେହେର ପରିବାର ପ୍ରତିପୋଷଣ ପାଇଁ ଗତ ୬ମାସ ତଳେ ବେଙ୍ଗାଲୁରୁକୁ ଦାଦନ ଖଟିବାକୁ...

ପୁଣି ଥରିବ କଣ୍ଟିପାଳର କୁଆମରା ହୁଡ଼ି

ଆନନ୍ଦପୁର,୨୯। ୭(ସ୍ବ.ପ୍ର.)- ଆନନ୍ଦପୁର ବ୍ଲକ କଣ୍ଟିପାଳରେ ଥିବା କୁଆମରା ହୁଡିରେ ପୁଣି ବ୍ଲାଷ୍ଟିଂ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ବର୍ଷକ ତଳୁ କୁଆମରା ହୁଡିରେ ଆବଶ୍ୟକ...

ଅଟୋ ସାହାଯ୍ୟରେ ଧାନ ଅମଳ

ଚିତ୍ରକୋଣ୍ଡା,୩୦ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ କିଛିଦିନ ତଳେ ମୋଟରସାଇକେଲ ମାଧ୍ୟମରେ ଚାଷୀ ଫସଲ ଅମଳ କରୁଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା। ଏବେ ଚିତ୍ରକୋଣ୍ଡା...

Advertisement
Archives

Model This Week