ହୋଲ୍ଡିଂ ଟିକସ ବୃଦ୍ଧିକୁ ବିରୋଧ

ବାରିପଦା ଅଫିସ,୨୧।୫ ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ଅଞ୍ଚଳରେ ମାତ୍ରାଧିକ ହୋଲ୍ଡିଂ ଟିକସ ବୃଦ୍ଧି ପ୍ରତିବାଦରେ ଭଞ୍ଜସେନାର ଏକ ପ୍ରତିନିଧି ଦଳ ଶୁକ୍ରବାର ପୌରାଧ୍ୟକ୍ଷଙ୍କୁ ଭେଟି ଆଲୋଚନା କରିଛନ୍ତି। ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ କର୍ମକର୍ତ୍ତାମାନେ ଟିକସ ବୃଦ୍ଧି ସମେତ ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କରିଥିଲେ। ଖୁବଶୀଘ୍ର ଟିକସ ପ୍ରତ୍ୟାହାର ପାଇଁ ପଦକ୍ଷେପ ଗ୍ରହଣ ନ କଲେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି କର୍ମକର୍ତ୍ତାମାନେ ଚେତାବନୀ ଦେଇଛନ୍ତି। କରୋନା ମହାମାରୀ ଯୋଗୁଁ ଦୁଇ ବର୍ଷ ଧରି ଶ୍ରମିକ, କୃଷକ, ବ୍ୟବସାୟୀ ଓ ସାଧାରଣ ପରିବାର ଲୋକଙ୍କ ଆର୍ଥିକ ମାନଦଣ୍ଡ ଦୋହଲି ଯାଇଛି। ଲୋକମାନେ ପେଟପୁରା ଖାଇବା ପାଇଁ ଅକ୍ଳାନ୍ତ ପରିଶ୍ରମ କରୁଛନ୍ତି। ଏପରି ସ୍ଥଳେ ରନ୍ଧନଗ୍ୟାସ, ପେଟ୍ରୋଲ, ଡିଜେଲର ମୂଲ୍ୟ ବୃଦ୍ଧି ଯୋଗୁ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦର ଆକାଶଛୁଅଁା ପାଲଟିଛି ା ଏପରି ସ୍ଥଳେ ହୋଲ୍ଡିଂ ଟିକସକୁ ୧୦ଗୁଣା ବୃଦ୍ଧି କରାଗଲେ ବହୁ ଲୋକ ଆନ୍ଦୋଳନକୁ ଓହ୍ଳାଇବେ ବୋଲି ଭଞ୍ଜସେନା ପକ୍ଷରୁ କୁହାଯାଇଛି। ତେବେ ସହରବାସୀଙ୍କ ଉପରେ ବୋଝ ପଡିବ ନାହିଁ ା ଖୁବ ଶୀଘ୍ର ପରିଷଦ ବୈଠକରେ ଆଲୋଚନା କରାଯାଇ ସମ୍ୟକ ବୃଦ୍ଧି କରାଯିବ ବୋଲି ପୌରାଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ମୋରମ୍‌ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର

ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍‌ ଖାଦାନରେ ଶନିବାର ସକାଳେ ମୋରମ୍‌ ଖୋଳୁଥିବା ବେଳେ ପଥର…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ,୨୯।୮(ପ୍ରଭୁକଲ୍ୟାଣ ପାଲ): ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ। ପାର୍କର ବିଭିନ୍ନ କାମର…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri