ଧାନ କିଣାକୁ ବିରୋଧ କରି ରାଜରାସ୍ତାରେ ଚାଷୀ

ପଦ୍ମପୁର,୨୨ା୧୨(ଡି.ଏନ୍‌.ଏ.): ବରହମପୁର ସେବା ସମବାୟ ସମିତିରେ ସ୍ବୟଂ ସହାୟକ ଗୋଷ୍ଠୀର ଧନ କିଣାକୁ ବିରୋଧ କରି ମଙ୍ଗଳବାର ଚାଷୀମାନେ ଧାନ ବୋଝେଇ ଟ୍ରକ ଓ ଟ୍ରାକ୍ଟର ରଖି ଇଚ୍ଛାପୁର ଠାରେ ରାସ୍ତାରୋକୋ କରିଛନ୍ତି। ଭଦ୍ରକ ବାସୁଦେବପୁର ଓ ଭଦ୍ରକ ଚାନ୍ଦବାଲି ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଛି। ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେଇଥିବା ବେଳେ ସାବରଙ୍ଗ ଓ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ମୁତୟନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ପୁଅ ପାଇଁ ନିଜ ଝିଅର ବଳି ଦେଲେ ମା’, ତାନ୍ତ୍ରିକଙ୍କ ନିର୍ଦ୍ଦେଶରେ…ପୂରା ଘଟଣା ଜାଣିଲେ ଥରିଉଠିବ ଦେହ

ରାଞ୍ଚି,୨।୪: ଝାଡ଼ଖଣ୍ଡର ହଜାରୀବାଗ ଜିଲାର ବିଷ୍ଣୁଗଡ଼ ଥାନା ଅଞ୍ଚଳର କୁସୁମ୍ଭା ଗାଁରେ ଜଣେ ୧୩ ବର୍ଷୀୟା ଝିଅର ହତ୍ୟା ଘଟଣାରେ ପୋଲିସ ଏକ ଚାଞ୍ଚଲ୍ୟକର ଖୁଲାସା କରିଛି।…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ଯୁଦ୍ଧ ମଧ୍ୟରେ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି : ଏହି ଉତ୍ପାଦ ଉପରେ ଜୁନ ଯାଏ…

ନୂଆଦିଲ୍ଲୀ,୨।୪: ଆଜି ମଧ୍ୟପ୍ରାଚ୍ୟ ଯୁଦ୍ଧର ୩୪ତମ ଦିନ। ଏହି ଯୁଦ୍ଧ ବିଶ୍ୱ ବାଣିଜ୍ୟ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଛି। ଏହି ସମୟରେ, ଭାରତ ସରକାର ଏକ…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri