ଜୁନାଗଡ଼, ୨୭।୧୧ (ଡି.ଏନ.ଏ.) – କେନ୍ଦ୍ର ସରକାରଙ୍କ ଶ୍ରମିକ, କୃଷକ ଓ ଜନବିରୋଧୀ ନୀତି ବିରୋଧରେ ଗୁରୁବାର ସାରା ଦେଶରେ ବନ୍ଦ ପାଳନ ହୋଇଥିଲା। ଏହି ପରିପ୍ରେକ୍ଷୀରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ଜୁନାଗଡ଼ଠାରେ ବନ୍ଦ ପାଳନ କରାଯାଇଥିଲା। ସକାଳେ ବିଭିନ୍ନ ସଙ୍ଗଠନ ପକ୍ଷରୁ ହାତୀନଦୀ ପୋଲ ୨୬ ନଂ. ଜାତୀୟ ରାଜପଥ ଉପରେ ରାସ୍ତା ଅବରୋଧ କରାଯାଇଥିଲା। ଫଳରେ ଯାନବାହନ ଚଳାଚଳ ବନ୍ଦ ହେବାରୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧା ସମ୍ମୁଖୀନ ହୋଇଥିଲେ। ପରେ ସେଠାରୁ ଏକ ଶୋଭାଯାତ୍ରାରେ ବାହାରି ଦୋକାନ ବଜାର ବନ୍ଦ କରିଥିଲେ। ଜୁନାଗଡ଼ ସହରରେ ଦୋକାନୀମାନେ ସମୂହ ଦୋକାନ ବଜାର ବନ୍ଦ ରଖିଥିଲେ। ଏହି କାର୍ଯ୍ୟକ୍ରମରେ ବିଶନାଥ କର, ହରେକୃଷ୍ଣ ମାଝି, ଲକ୍ଷ୍ମଣ ରଣବିର, ଦାମୋଦର ବେହେରା, ଚନ୍ଦ୍ର ବାଗ, ଶିଶିର ପଟ୍ଟନାୟକ, ପ୍ରଭାତ ଦାଶ, କୈଳାଶ ଅଗ୍ରୱାଲ, ରମେଶ ନାୟକ ସମେତ କୃଷିଜୀବୀ କଲ୍ୟାଣ ସଂଘ, ଏଆଇଟିଉସି, କନକ ଦୁର୍ଗା ମୋଟର କର୍ମଚାରୀ ସଂଘ, ଅଟୋ ସଂଘ, ସୁଇପର ସଂଘ, ରିକ୍ସା ଚାଳକ ସଂଘ ଓ କଂଗ୍ରେସ ପକ୍ଷରୁ ଏହି ବନ୍ଦର ନେତୃତ୍ୱ ନେଇଥିଲେ।
Posted inଆମ ଜିଲା ଖବର, କଳାହାଣ୍ଡି View All
କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର
ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…
ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…
ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…
ବାଇକ୍କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ
ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…
ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…
ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…
ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….
ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…
ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା
ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…
ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ
ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…
ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…
ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…
Archives

