Posted inଜାତୀୟ

ସମଲିଙ୍ଗୀ ବିବାହର ଆଇନଗତ ସ୍ବୀକୃତିକୁ ବିରୋଧ

ନୂଆଦିଲ୍ଲୀ,୨୯ା୪: ସମଲିଙ୍ଗୀ ବିବାହର ବୈଧିକରଣ ଲାଗି ହେଉଥିବା ଉଦ୍ୟମକୁ ବିରୋଧ କରି ୧୨୦ରୁ ଊର୍ଦ୍ଧ୍ୱ ବିଶିଷ୍ଟ ବ୍ୟକ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପତ୍ର ଲେଖିଛନ୍ତି। ସେମାନଙ୍କ ମଧ୍ୟରେ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଓ ପୂର୍ବତନ ପ୍ରଶାସନିକ ଅଧିକାରୀମାନେ ଅଛନ୍ତି। ସମଲିଙ୍ଗୀ ବିବାହ ଅବାସ୍ତବ ଓ ଅପ୍ରାକୃତ ହୋଇଥିବାରୁ ଏହାକୁ ଭାରତୀୟ ସମାଜ ଓ ସଂସ୍କୃତି ଗ୍ରହଣ କରିବ ନାହିଁ ବୋଲି ସେମାନେ କହିଛନ୍ତି। ଦେଶର ସାଂସ୍କୃତିକ ପରମ୍ପରା ଓ ଧର୍ମୀୟ ସିଦ୍ଧାନ୍ତ ବିରୋଧରେ କ୍ରମାଗତ ଆକ୍ରମଣ ଚାଲିଥିବାରୁ ଏଥିରେ ସେମାନେ ମର୍ମାହତ ବୋଲି ପତ୍ରରେ ସ୍ବାକ୍ଷର କରିଥିବା ବ୍ୟକ୍ତିମାନେ କହିଛନ୍ତି। ବିବାହ ଅନୁଷ୍ଠାନର ନ୍ୟାୟିକ ବ୍ୟାଖ୍ୟା କରି କିମ୍ବା ବର୍ତ୍ତମାନର ବୈଧାନିକ ଢାଞ୍ଚାକୁ ରଦ୍ଦ କରି ଅଦାଲତ ଏହାକୁ ନଷ୍ଟ କରିବାରୁ ଦୂରେଇ ରହନ୍ତୁ ବୋଲି ସେମାନେ ଦାବି କରିଛନ୍ତି। ପତ୍ରର ସ୍ବାକ୍ଷରକାରୀଙ୍କ ମଧ୍ୟରେ ଅଛନ୍ତି ପୂର୍ବତନ ସିଏଜି ରାଜବୀ ମହର୍ଷି, ପୂର୍ବତନ ସ୍ବରାଷ୍ଟ୍ର ସଚିବ ଏଲ୍‌.ସି. ଗୋୟଲ, ପୂର୍ବତନ ବହିର୍ବ୍ୟାପାର ସଚିବ ଶଶାଙ୍କ, ପୂର୍ବତନ ର’ ମୁଖ୍ୟ ସଞ୍ଜୀବ ତ୍ରିପାଠୀ, ଅବସରପ୍ରାପ୍ତ ବିଚାରପତି ଏସ୍‌.ଏନ୍‌. ଧିଙ୍ଗ୍ରା ଏବଂ ଲୋକପାଳ ସିଂ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିର ୩ ବିଦ୍ୟାଳୟରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଶିକ୍ଷାର ବ୍ୟବସ୍ଥାରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଛି ପଦକ୍ଷେପ। ରବିବାର କନ୍ଧମାଳ…

ବଡ଼ ହଲଚଲ! TMCରେ ଫାଟ ଭିତରେ ଦିଲ୍ଲୀ ଗସ୍ତ କଲେ ମମତା, ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି

କୋଲକାତା,୭।୬: ସୋମବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀରେ ଇଣ୍ଡିଆ ବ୍ଲକ୍‌ର ଏକ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଯୋଗଦେବା ପାଇଁ ଟିଏମ୍‌ସି ସୁପ୍ରିମୋ ମମତା…

ଭାଜପା ଛାଡିବା ପରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ, ଆଖି ପିଛୁଳାକେ ଯୋଡି ହେଲେ ୧୫ ଲକ୍ଷରୁ ଅଧିକ ସଦସ୍ୟ

ନୂଆଦିଲ୍ଲୀ,୭।୬: ତାମିଲନାଡୁର ପୂର୍ବତନ ଭାଜପା ଅଧ୍ୟକ୍ଷ କେ. ଆନ୍ନାମଲାଇ ଦଳରୁ ଇସ୍ତଫା ଦେବାର କିଛି ଦିନ ପରେ ଏକ ନୂତନ ରାଜନୈତିକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହି…

ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…

ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଗୁଳି ମାରିଦେଲେ ସ୍ବାମୀ, ପୁଅ ହସ୍ତକ୍ଷେପ କରିବାରୁ ତାଙ୍କୁ ବି ଛାଡିଲେନି

ନୂଆଦିଲ୍ଲୀ,୭।୬: ଗୁରୁଗ୍ରାମର ଅଶୋକ ବିହାର କଲୋନୀରେ ଜଣେ ୫୦ବର୍ଷୀୟ ସୁରକ୍ଷା ଅଧିକାରୀ ତାଙ୍କ ପତ୍ନୀ ଏବଂ ପୁଅଙ୍କୁ ହତ୍ୟା କରିଛନ୍ତି । ଘରୋଇ ବିବାଦ ପରେ, ଅଭିଯୁକ୍ତ…

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି…

ଭାରତକୁ ବନ୍ଦ ହୋଇଯିବ କି LPG ଯୋଗାଣ? ହର୍ମୁଜରେ ଫସି ରହିଥିବା ଜାହାଜକୁ ନେଇ…

ନୂଆଦିଲ୍ଲୀ,୭।୬: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଫେବୃଆରୀ ୨୮, ୨୦୨୬ ରେ ଆରମ୍ଭ ହୋଇଥିଲା। ପ୍ରତିଶୋଧ ସ୍ବରୂପ, ଇରାନ ଷ୍ଟ୍ରେଟ ଅଫ ହର୍ମୁଜ ରାସ୍ତାକୁ…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri