ଜନଶୁଣାଣିକୁ ବିରୋଧ: ରାସ୍ତାରୁ ଭାଜପା କର୍ମୀଙ୍କୁ ଉଠାଇନେଲା ପୋଲିସ

ପୁରୀ ଅଫିସ,୯।୧୦: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ୭୭ ମିଟର ଐତିହ୍ୟ କରିଡର ନିର୍ମାଣ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ଶୁକ୍ରବାର ନୀଳାଦ୍ରି ଭକ୍ତ ନିବାସ ପରିସରରେ ଜନଶୁଣାଣି ଚାଲିଛି। ଏହାକୁ ବିରୋଧ କରି ଭାଜପା ପକ୍ଷରୁ ଭକ୍ତ ନିବାସ ସମ୍ମୁଖରେ ଧାରଣା ଦିଆଯିବାକୁ ଘୋଷଣା କରାଯାଇଥିଲା। ଭାଜପା କର୍ମୀମାନେ ଶୋଭାଯାତ୍ରାରେ ଆସୁଥିବା ବେଳେ ମାର୍କେଟ ଛକ ନିକଟରୁ ପୋଲିସ ସେମାନଙ୍କୁ ଧରି ନେଇଛି। ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ପୂର୍ବରୁ ୭୫ ମିଟର ପରିଧି ମଧ୍ୟରେ ଭଙ୍ଗାଯାଇଥିବା ଘର ତଥା ବ୍ୟବସାୟ ପ୍ରତିଷ୍ଠାନର ମାଲିକମାନଙ୍କୁ ଥଇଥାନ କରାଯାଇ ନାହିଁ। ପୁଣି ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ଏହି ଜନଶୁଣାଣି କେବଳ ଧର୍ମକୁ ଆଖିଠାର। ସମସ୍ତ ବ୍ୟବସାୟୀ ଆଜି ବୃତ୍ତି ହରାଇ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ତେଣୁ କ୍ଷତିଗ୍ରସ୍ତଙ୍କୁ ତୁରନ୍ତ ଥଇଥାନ ପାଇଁ ଭାଜପା ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରଶର ମିଲ୍‌ ହଟାଇବାକୁ ଉପଜିଲାପାଳଙ୍କୁ ଦାବିପତ୍ର ଦାବିପୂରଣ ନ ହେଲେ ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୩୧ା୧୨-ବ୍ରହ୍ମପୁର-ଲାଠି ମୁଖ୍ୟରାସ୍ତା ପାର୍ଶ୍ୱରେ ଚାଲୁ ରହିଥିବା କ୍ରଶର ମିଲ ସମ୍ପୂର୍ଣ୍ଣ ବେଆଇନ ା ଏହାକୁ ତୁରନ୍ତ ହଟାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ା ଏ...

ଭଉଣୀଙ୍କ ତାଗିଦ ଯୋଗୁ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ବଡ଼ସାହି,୧୦।୧୨(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ପଶୁଦା ଗ୍ରାମ ଭୋଳପଦା ସାହିର ନବମ ଶ୍ରେଣୀର ଛାତ୍ର କାଳିଦାସ ମାରାଣ୍ଡି ମଙ୍ଗଳବାର ଦେହରେ କିରୋସିନ...

କରୋନାକୁ ନେଇ ସତର୍କ କରାଇଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ରାଜ୍ୟ ସରକାର କରୋନା କଟକଣାକୁ ଗତମାସରେ ସମ୍ପୂର୍ଣ୍ଣ ହଟାଇ ଦେଇଥିବା ବେଳେ ରାଜ୍ୟକୁ ପୁଣି ଫେରିଛି କରୋନା। ତେବେ ଓଡ଼ିଶାରେ ବୁଧବାର କରୋନାର ନୂଆ...

CORONAVIRUS UPDATE: ୨୦ ଜିଲାକୁ ଡେଇଁଲା କରୋନା; ଏକାଥରେ ୫୮ ପଜିଟିଭ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୩୫୨

ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ଏକାଥରେ ୫୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୯ଜଣ ଗଞ୍ଜାମ,ବାଲେଶ୍ଵର...

୮୦ କୋଟିର ସେଚପ୍ରକଳ୍ପ, ୮୦ ହେକ୍ଟରକୁ ମାଡୁନି ପାଣି

ବଡ଼ଗାଁ, ୧୬ା୯(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅଞ୍ଚଳର ୭୦ ପ୍ରତିଶତ ପରିବାର ଚାଷ ଉପରେ ନିର୍ଭର କରି ପରିବାର ପ୍ରତିପୋଷଣ କରନ୍ତି। ବ୍ଲକ ଅଞ୍ଚଳରେ...

ରେଳ ଲାଇନ୍‌ରେ କଟି ବୃଦ୍ଧା ମୃତ

ଭଦ୍ରକ ଅଫିସ,୨୨।୧୦: ଭଦ୍ରକ- ଧାମରା ରେଳ ଲାଇନ୍‌ ତିହିଡ଼ିଠାରେ ମାଲବାହୀ ଟ୍ରେନରେ କଟି ମଙ୍ଗଳବାର ସକାଳେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ତିହିଡ଼ି ଥାନା...

ଭାଉଜଙ୍କୁ ଅସଦାଚରଣ, ଆକ୍ରମଣ ମାମଲା: ଅଭିଯୁକ୍ତ ଗିରଫ

ଦିଗପହଣ୍ଡି, ୮।୭(ବ୍ୟୁରୋ): ଭାଉଜଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା ଘଟଣାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ନିମଖଣ୍ଡିପେଣ୍ଠ ଗ୍ରାମର ଅକ୍ଷୟ କୁମାର କର ଓରଫ...

ସରିଲା ଯାଞ୍ଚ: ୨ ଲକ୍ଷ ୨୦ ହଜାର ୪୧୪ ପ୍ରାର୍ଥିପତ୍ର କାଏମ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରବିବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି । ଯାଞ୍ଚ ବେଳେ ୮ହଜାର ୬୪୮ନାମାଙ୍କନପତ୍ର କଟିଥିବା ବେଳେ ୨ଲକ୍ଷ ୨୦ହଜାର...

Advertisement
Archives

Model This Week