Posted inଜାତୀୟ

ବଡ଼ ପ୍ଲାନ୍‌ ପ୍ରସ୍ତୁତ କରିଛି ଇଣ୍ଡିଆ: NEET ପ୍ରସଙ୍ଗକୁ ନେଇ ଉଭୟ ଗୃହରେ ମୋଦି ସରକାରଙ୍କୁ ଘେରିବ

ନୂଆଦିଲ୍ଲୀ,୨୭।୬: ମେଡିକାଲ ପ୍ରବେଶିକା ପରୀକ୍ଷା (NEET) ଏବଂ ଅନ୍ୟାନ୍ୟ ପ୍ରତିଯୋଗିତାମୂଳକ ପରୀକ୍ଷାରେ ହୋଇଥିବା ଅନିୟମିତତା ସମ୍ପର୍କରେ ବିରୋଧୀ ସଂସଦର ଉଭୟ ଗୃହରେ ଏକ ସ୍ବତନ୍ତ୍ର ଆଲୋଚନା ଚାହୁଁଛି। ଯାହାକୁ ନେଇ ବିରୋଧୀ ଦଳ ଇଣ୍ଡିଆ ଗଠବନ୍ଧନ ଗୁରୁବାର କହିଛି, ଶୁକ୍ରବାର ସଂସଦର ଉଭୟ ଗୃହରେ ଏନ୍‌ଇଇଟି ବିବାଦ ଉପରେ ସ୍ଥଗିତ ପ୍ରସ୍ତାବ ଆଣିବ। କଂଗ୍ରେସ ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେଙ୍କ ବାସଭବନରେ ଇଣ୍ଡିଆ ଗଠବନ୍ଧନର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରିପୋର୍ଟ ଅନୁଯାୟୀ, ବିରୋଧୀ ଇଣ୍ଡିଆ ଗଠବନ୍ଧନ ଏନ୍‌ଇଇଟି , ମୁଦ୍ରାସ୍ଫୀତି, ବେକାରୀ, ସିବିଆଇ, ଇଡି ପ୍ରସଙ୍ଗ ଉଠାଇବ।

 


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ…

ଭୁବନେଶ୍ୱର, ୨୨।୨: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri