Posted inଜାତୀୟ

ବିରୋଧୀଙ୍କ ଜେପିସି ଦାବି ଯଥାର୍ଥ, ରାହୁଲ ମାଗିବେନି କ୍ଷମା: କଂଗ୍ରେସ…

ନୂଆଦିଲ୍ଲୀ,୧୮।୩ : ଆଦାନୀ ମାମଲାରେ ଜେପିସି ଗଠନ ଲାଗି ବିରୋଧୀ ଦଳର ଦାବି ଏବଂ ବ୍ରିଟେନରେ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟ ପାଇଁ ସେ କ୍ଷମା ମାଗିବା ଦାବି ନେଇ ସଂସଦ ଅଚଳ ହୋଇଯାଇଛି। ଅନ୍ୟପକ୍ଷରେ, ଏହି ପ୍ରସଙ୍ଗରେ କଂଗ୍ରେସ ନେତା ଜୟରାମ ରମେଶ କହିଛନ୍ତି ଯେ ଆଦାନୀ ମାମଲାରେ ଜେପିସି ଗଠନ ପାଇଁ ବିରୋଧୀଙ୍କ ଦାବି ସମ୍ପୂର୍ଣ୍ଣ ଯଥାର୍ଥ । ସଂସଦରେ ଅଚଳାବସ୍ଥା ଶେଷ କରିବାର ଉପାୟ ହେଉଛି ବିରୋଧୀଙ୍କ ଦାବି ମାନିନେବା। ଆଦାନୀ ପ୍ରସଙ୍ଗରେ ମିଳିତ ସଂସଦୀୟ କମିଟି ଗଠନ ପାଇଁ ୧୬ ବିରୋଧୀ ଦଳ ଏକାଠି ହେବା ଯୋଗୁ ସରକାରଙ୍କ ଅକଲଗୁଡୁମ ହୋଇ ଯାଇଛି। ଏହାକୁ ଏଡାଇବା ପାଇଁ ଶାସକ ଦଳ ବିଭିନ୍ନ କୌଶଳ ଅବଲମ୍ବନ କରୁଛି।

ବ୍ରିଟେନରେ ଦେଇଥିବା ମନ୍ତବ୍ୟ ଉପରେ ରାହୁଲ ଗାନ୍ଧୀଙ୍କ ଲୋକସଭାର ସଦସ୍ୟତାକୁ ରଦ୍ଦ କରିବାକୁ ଭାଜପା ଏମ୍‌ପି ନିଶିକାନ୍ତ ଦୁବେଙ୍କ ବିବୃତ୍ତିକୁ ଟାର୍ଗେଟ କରି ସେ କହିଛନ୍ତି, ଏହା ଦ୍ୱାରା ପ୍ରକୃତ ପ୍ରସଙ୍ଗରୁ ଭାଜପା ଭୟଭୀତ ହୋଇ ଅନ୍ୟ ଆଡେ ଧ୍ୟାନ ଆକର୍ଷଣ କରିବାର ପ୍ରୟାସ କରୁଛି।

କଂଗ୍ରେସର ମହିଳା ୱିଙ୍ଗ ଶନିବାର ଲୋକସଭାରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ହୋଇଥିବା ଅପମାନଜନକ ମନ୍ତବ୍ୟକୁ ନେଇ ଭାଜପା ରାଷ୍ଟୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ବାସଭବନ ବାହାରେ ଧାରଣାରେ ବସିଥିଲେ। ଏହି ବିକ୍ଷୋଭ ସମୟରେ ୱିଙ୍ଗ ମୁଖ୍ୟ ଅମୃତା ଧାୱନଙ୍କ ସମେତ ଦିଲ୍ଲୀ ପ୍ରଦେଶ ମହିଳା କଂଗ୍ରେସର ଅନେକ ସଦସ୍ୟଙ୍କୁ ଗିରଫ କରାଯାଇଥିଲା। ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି ଯେ ମୋତି ଲାଲ ନେହେରୁ ପ୍ଲେସରୁ ପ୍ରାୟ ୧୫ ଜଣ ମହିଳାଙ୍କୁ ଅଟକ ରଖାଯାଇଥିଲା। ପରେ ତାଙ୍କୁ ମୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?