Posted inଜାତୀୟ

ତଓ୍ବାଙ୍ଗ ସଂଘର୍ଷକୁ ନେଇ ଗୃହରେ ହଟ୍ଟଗୋଳ: ପ୍ରଧାନମନ୍ତ୍ରୀ ମୋଦି ଡକାଇଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୧୩।୧୨: ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗରେ ଗତ ଡିସେମ୍ବର ୯ତାରିଖ ରାତିରେ ଭାରତ ଓ ଚାଇନା ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଘଟଣାକୁ ନେଇ ମଙ୍ଗଳବାର ସଂସଦର ୨ଗୃହରେ ହଟ୍ଟଗୋଳ ହୋଇଛି। କଂଗ୍ରେସ, ଆରଜେଡି, ଟିଏମ୍‌ସି, ଏଏପି ସମେତ ଅନ୍ୟ ବିରୋଧୀ ଦଳ ରାଜ୍ୟସଭା ଓ ଲୋକ ସଭାରେ ଏହି ପ୍ରସଙ୍ଗରେ ତୁରନ୍ତ ଆଲୋଚନା କରିବାକୁ ଦାବି କରିଥିଲେ। ଏହାକୁ ନେଇ ବିରୋଧୀ ଦଳ ଏକ ନୋଟିସ୍‌ ମଧ୍ୟ ଜାରି କରିଛନ୍ତି। ଏହାକୁ ନେଇ ଲୋକ ସଭା ୧୨ଟା ଯାଏ ସ୍ଥଗିତ ରଖାଯାଇଥିଲା। ଅନ୍ୟପଟେ ଏହି ପ୍ରସଙ୍ଗରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ମଧ୍ୟାହ୍ନ ୧୨ଟାରେ ରାଜ୍ୟସଭାରେ ନିଜର ବୟାନ ରଖିବେ ବୋଲି ଜଣାପଡ଼ିଛି। ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ନେଇ କ୍ୟାବିନେଟ ବୈଠକ ଡକାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri