Posted inଜାତୀୟ

ଶିକ୍ଷକଙ୍କ ମାଡ଼ରେ ଆହତ ଦଳିତ ଛାତ୍ରଙ୍କ ମୃତ୍ୟୁ

ଲକ୍ଷ୍ନୌ,୨୭।୯ : ଉତ୍ତରପ୍ରଦେଶର ଔରାୟା ଜିଲାରେ ଶିକ୍ଷକଙ୍କ ମାଡ଼ରେ ଗୁରୁତର ଆହତ ହୋଇଥିବା ଦଶମ ଶ୍ରେଣୀର ଜଣେ ଦଳିତ ଛାତ୍ର ୧୯ ଦିନ ପରେ ଆଖି ବୁଜିଛନ୍ତି। ଗତ ୭ ତାରିଖରେ ସ୍କୁଲରେ ଚାଲିଥିବା ସାମାଜିକ ବିଜ୍ଞାନ ପରୀକ୍ଷାରେ ନିଖିତ ଡୋହରେ ନାମକ ୧୫ ବର୍ଷୀୟ ଛାତ୍ର ଗୋଟିଏ ଶବ୍ଦର ଭୁଲ୍‌ ବନାନ କରିବାରୁ ଉଚ୍ଚଜାତିର ଶିକ୍ଷକ ଜଣକ ତାଙ୍କୁ ଲୁହାରଡ୍‌ରେ ପିଟିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଇଟାଓ୍ବା ଜିଲାର ଏକ ସ୍ପେଶିଆଲାଇଜ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଛାତ୍ର ବାପାଙ୍କ ଅଭିଯୋଗ ଅନୁଯାୟୀ, ଶିକ୍ଷକ ଅଶ୍ୱିନୀ ସିଂ ଅତି ନିର୍ଦ୍ଦୟ ଭାବେ ରଡ୍‌, ଲାଠିରେ ପିଟିବା ସହ ଗୋଇଠା ମାରିବାରୁ ଛାତ୍ରଜଣକ ସଂଜ୍ଞାହୀନ ହୋଇପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?