ପ୍ରକାଶ ପାଇଲା OPSC ରେଜଲ୍ଟ, ଶ୍ରେଷ୍ଠ ୧୦ ମଧ୍ୟରେ ଜଣେ ମାତ୍ର ମହିଳା

ଭୁବନେଶ୍ୱର, ୨୬।୯: ଓଡ଼ିଶା ପ୍ରଶାସନିକ ସେବା (OPSC) ପରୀକ୍ଷା 2023ର ଫଳାଫଳ ଆଜି ପ୍ରକାଶ କରିଛି। ଏହି ପରୀକ୍ଷାରେ ସଫଳତା ଅର୍ଜନ କରିଥିବା ପ୍ରିୟାଂଶୁ ପାଲ୍ ପ୍ରଥମ ସ୍ଥାନ ଅଧିକାର କରି ଟପ୍ପର ହୋଇଛନ୍ତି। ଏହା ସହିତ ଦ୍ୱିତୀୟ ସ୍ଥାନରେ ଅନନ୍ୟା ମିଶ୍ର ଏବଂ ତୃତୀୟ ସ୍ଥାନରେ ଶୋଭନ ପଟ୍ଟନାୟକ ରହିଛନ୍ତି। ଟପ୍‌ ୧୦ରେ ଅଛନ୍ତି ଜଣେ ଝିଅ, ୯ ପୁଅ। ସୂଚନା ଅନୁଯାୟୀ, ମୋଟ ୩୯୮ଟି କୃତକାର୍ଯ୍ୟ ପ୍ରାର୍ଥୀଙ୍କ ମଧ୍ୟରୁ ୧୪୪ ଜଣ ମହିଳା ରହିଛନ୍ତି।

Image

ଏହି ପରୀକ୍ଷାର ମେରିଟ ଲିଷ୍ଟ OPSCର ଅଧିକୃତ େଓୱବସାଇଟ www.opsc.gov.inରେ ଉପଲବ୍ଧ। ପ୍ରାର୍ଥୀମାନେ ନିଜ ରୋଲ ନମ୍ବର୍‌ ଦେଇ ଫଳାଫଳ ଚେକ କରିପାରିବେ।

Image


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri