ଓପିଏସ୍‌ସି ପକ୍ଷରୁ ୫୭ ସିଭିଲ୍‌ ଜଜ୍‌ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାଣନ୍ତୁ ସମସ୍ତ ସୂଚନା…

କଟକ ଅଫିସ,୭ା୨: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌) ପାଇଁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଇନ ବିଭାଗ ଅଧୀନରେ ଓଡ଼ିଶା ଓଜେଏସ୍‌ ୨୦୨୨ରେ ସିଭିଲ୍‌ ଜଜ୍‌ଙ୍କ ପାଇଁ ୫୭ଟି ପଦବୀ ପୂରଣ ହେବ। ସେଥିମଧ୍ୟରୁ ୧୮ଟି ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ଏଥିପାଇଁ ଆସନ୍ତା ୧୭ରୁ ଅନ୍‌ଲାଇନ୍‌ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ମାର୍ଚ୍ଚ ୧୭ ତାରିଖ ରାତି ୧୧ଟା ୫୯ ମିନିଟ୍‌ ପର୍ଯ୍ୟନ୍ତ ଆବେଦନ ପାଇଁ ସମୟସୀମା ରହିଛି।

ସିଭିଲ୍‌ ଜଜ୍‌ କ୍ୟାଡ୍‌ରରେ ନିଯୁକ୍ତି ପାଇଁ ପ୍ରାର୍ଥୀ ଚୟନ ପ୍ରତିଯୋଗିତାମୂଳକ ପରୀକ୍ଷା ମାଧ୍ୟମରେ କରାଯିବ। ଯଥାକ୍ରମେ ପ୍ରାଥମିକ ଲିଖିତ ପରୀକ୍ଷା, ମୁଖ୍ୟ ଲିଖିତ ପରୀକ୍ଷା ଏବଂ ସାକ୍ଷାତ୍‌କାରକୁ ନେଇ ଅନୁଷ୍ଠିତ ହେବ। ପ୍ରାଥମିକ ପରୀକ୍ଷା ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ହେବାର କାର୍ଯ୍ୟକ୍ରମ ରହିଛି। ଯଦି ବ୍ରହ୍ମପୁର, ବାଲେଶ୍ୱର, ଏବଂ ସମ୍ବଲପୁର ମଧ୍ୟରୁ କୌଣସି ଜୋନ୍‌ ପାଇଁ ପର୍ଯ୍ୟାପ୍ତ ସଂଖ୍ୟକ ପ୍ରାର୍ଥୀ ଉପଲବ୍ଧ ନ ହୁଅନ୍ତି, ତେବେ ଏହି ଜୋନ୍‌ ଚୟନ କରିଥିବା ପ୍ରାର୍ଥୀମାନେ ଭୁବନେଶ୍ୱର ଏବଂ କଟକଠାରେ ପରୀକ୍ଷା ଦେବେ। ଏନେଇ ଅଧିକ ସୂଚନା ଓପିଏସ୍‌ସି ୱେବ୍‌ସାଇଟ୍‌ https://opsc.gov.inରେ ଉପଲବ୍ଧ ରହିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri