OPSC ପକ୍ଷରୁ ୩୪୦ ASO ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ: ଏହି ଦିନରୁ ଆବେଦନ, ବୟସସୀମା ୨୧ରୁ…

ଭୁବନେଶ୍ୱର,୫ା୧୧: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ରାଜ୍ୟର ଯୁବକଯୁବତୀଙ୍କ ପାଇଁ ଏକ ବଡ଼ ନିଯୁକ୍ତି ସୁଯୋଗ ଆସିଛି। ଗୃହ ବିଭାଗ ଅଧୀନରେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ASO) ପଦବୀ ପାଇଁ ଆୟୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମୋଟ ୩୪୦ଟି ଶୂନ୍ୟସ୍ଥାନ ପାଇଁ ଆବେଦନ ପ୍ରକ୍ରିୟା ଗ୍ରହଣ କରାଯିବ। ଆସନ୍ତା ନଭେମ୍ବର ୯ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଆଗ୍ରହୀ ତଥା ଯୋଗ୍ୟ ପ୍ରାର୍ଥୀମାନେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଅନଲାଇନ୍ ଜରିଆରେ ଆବେଦନ କରିପାରିବେ।

ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମୋଟ ୩୪୦ଟି ପଦବୀ ମଧ୍ୟରୁ ମହିଳା ପ୍ରାର୍ଥୀଙ୍କ ପାଇଁ ୧୧୪ଟି ପଦ ସଂରକ୍ଷିତ ରହିଛି। ସେହିପରି ୧୪୪ଟି ପଦବୀ ଅସଂରକ୍ଷିତ (Unreserved) ରହିଥିବା ବେଳେ, ଏହି ଅସଂରକ୍ଷିତ ପଦ ମଧ୍ୟରୁ ମଧ୍ୟ ୪୮ଟି ପଦ ମହିଳାଙ୍କ ପାଇଁ ରହିଛି।

ଏହି ପଦବୀଗୁଡ଼ିକ ପାଇଁ ଆବେଦନ କରିବାକୁ ଚାହୁଁଥିବା ପ୍ରାର୍ଥୀମାନେ ସ୍ନାତକ (Graduate) ଡିଗ୍ରୀ ହାସଲ କରିଥିବା ଆବଶ୍ୟକ। ଏହାସହ ଆବେଦନକାରୀଙ୍କ ବୟସ ସୀମା ସର୍ବନିମ୍ନ ୨୧ ବର୍ଷରୁ ସର୍ବାଧିକ ୪୨ ବର୍ଷ ମଧ୍ୟରେ ରହିବା ନେଇ ସର୍ତ୍ତ ରଖାଯାଇଛି। ସରକାରୀ ନିୟମାନୁଯାୟୀ ଯୋଗ୍ୟ ପ୍ରାର୍ଥୀମାନେ ଏହି ସୁଯୋଗର ଲାଭ ନେଇ ନିଜର ଆବେଦନ ପ୍ରକ୍ରିୟା ଶେଷ କରିବାକୁ ବିଜ୍ଞପ୍ତିରେ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୁନି ଝିଅ ସ୍ୱସ୍ତିକାଙ୍କ କମାଲ: ୩୨ଟି ବିଭାଗରେ ଦକ୍ଷତା ପ୍ରଦର୍ଶନ, ଇଣ୍ଡିଆନ୍ ବୁକ୍ ଅଫ୍ ରେକର୍ଡରେ ପାଇଲେ ସ୍ଥାନ

ହାଟଡିହୀ/ଛେନାପଦୀ,୫ା୧୧(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ମାତ୍ର ୪ ବର୍ଷର କୁନି ଝିଅ ସ୍ୱସ୍ତିକା ରାଉତ ୨୦ ପ୍ରକାର ଯୋଗାସନ ସମେତ…

କମ୍ବଳ ଘୋଡ଼େଇ ଶୋଇଥିବା ଅବସ୍ଥାରେ ଚାପିଦେଲା ମାଟି-ପଥର: ଭୂସ୍ଖଳନ ସ୍ଥଳରୁ ଗୋଟିଏ ପରିବାରର ୫ ଜଣଙ୍କ ମୃତଦେହ ଉଦ୍ଧାର

ଜି.ଉଦୟଗିରି,୫ା୧୧ (ଚିନ୍ମୟ କୁମାର ସେଠି): କନ୍ଧମାଳ ଏବଂ ଗଞ୍ଜାମ ଜିଲା ସୀମାନ୍ତ ବାଇବାଲି ପଞ୍ଚାୟତର ଗିଡ଼ିପାବାଲି ଗ୍ରାମରେ ଘଟିଥିବା ଭୟଙ୍କର ଭୂସ୍ଖଳନ ସ୍ଥାନରେ ଗୁରୁବାର ସକାଳୁ ପୁଣି…

କଡ଼ା ବିରୋଧ ପରେ ପଛଘୁଞ୍ଚା: ନିଜ ସୀମାରେ ବୁଥ୍ କରି ଓଡ଼ିଶା ଭୋଟରଙ୍କୁ ହାତେଇଲା ଆନ୍ଧ୍ର, ୪୮% ମତଦାନ

ପଟ୍ଟାଙ୍ଗି,୫।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ବିବାଦୀୟ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ପୁଣି ଥରେ ଛକାପଞ୍ଜା ଦେଖାଦେଇଛି।…

କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ମୋଟ ସମ୍ପତ୍ତି କେତେ? ଫର୍ମ, ଫିଟନେସ, ଆୟ ଦୃଷ୍ଟିରୁ ବିଶ୍ୱର ଏକ ନମ୍ବର କ୍ରୀଡ଼ାବିତ

ନୂଆଦିଲ୍ଲୀ,୫।୧୧: ବିଶ୍ୱ କ୍ରୀଡ଼ା ଇତିହାସରେ ଏପରି କିଛି ନାମ ରହିଛି ଯାହା ସୀମା, ପିଢ଼ି ଏବଂ ରେକର୍ଡର ଊର୍ଦ୍ଧ୍ୱକୁ ଯାଇ ଇତିହାସର ସୁବର୍ଣ୍ଣ ପୃଷ୍ଠାରେ ନିଜର ସ୍ଥାନ…

BCCIର ବଡ଼ ନିଷ୍ପତ୍ତି, ଭାରତ-ଶ୍ରୀଲଙ୍କା ଦିନିକିଆ ସିରିଜର ପ୍ରଥମ ମ୍ୟାଚ ପାଇଁ ସ୍ଥାନ ପରିବର୍ତ୍ତନ

ନୂଆଦିଲ୍ଲୀ,୫।୧୧: ଡିସେମ୍ବରରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚକୁ ଦିଲ୍ଲୀରୁ ବିଶାଖାପାଟଣାକୁ ସ୍ଥାନାନ୍ତର କରାଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

WPL 2027 ଟ୍ରଫିକୁ ନେଇ ବଡ଼ କଥା କହିଲେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୫।୧୧: ମହିଳା ପ୍ରିମିୟର ଲିଗ (WPL) ୨୦୨୭ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଟୁର୍ଣ୍ଣାମେଣ୍ଟ ଜାନୁଆରୀ ୧୪ରୁ ଆରମ୍ଭ ହେବ ଏବଂ ଫେବୃଆରୀ ୭ରେ ଏହାର…

‘ସେ ମୁମ୍ବାଇ ଯାଇ ଫସିଗଲେ…’ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଏମିତି କହିଲେ ପୂର୍ବତନ କ୍ରିକେଟର, ହେଲାଣି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୧: ଆଇପିଏଲ (IPL) ୨୦୨୭ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ସହ ରହିବେ ନାହିଁ। ତାଙ୍କର ଅନ୍ୟ ଦଳକୁ ଯିବା (ଟ୍ରେଡ ହେବା) ନେଇ ଚର୍ଚ୍ଚା…

ନବରଙ୍ଗପୁରରେ ଚାଞ୍ଚଲ୍ୟ: ସମାଧି ଖୋଳି କାଟି ନେଲେଗଲେ ଯୁବତୀଙ୍କ ମୁଣ୍ଡ, ମଶାଣିରେ କଲେ…

ନବରଙ୍ଗପୁର,୫।୧୧(ସଦାଶିବ ପ୍ରହରାଜ): ମୃତ୍ୟୁ ପରେ ବି ମିଳିଲାନି ଶାନ୍ତି । ମଶାଣିରେ ସମାଧି ନେଇଥିବା ଜଣେ ଯୁବତୀଙ୍କ ମୃତଦେହକୁ ୪୨ ଦିନ ପରେ ଖୋଳି ବାହାର କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?